Advertisment

ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା

ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା ।

author-image
Manoj Swain

ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।

Advertisment
Odisha Bhubaneswar +2 Exam CHSE