‘ଫେବ୍ରୁଆରୀ 16ରୁ ଯୁକ୍ତଦୁଇ ପରୀକ୍ଷା’ | Odisha Reporter
Advertisment
ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us