ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ।
Also Read
ଏହାବାଦ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆସନ୍ତାବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ମଧ୍ୟ ହେବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।
Education
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା: ଜାଣନ୍ତୁ, କେଉଁ ଶ୍ରେଣୀ ପାଇଁ କେତେ କରାଗଲା
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।