ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ

ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ ।

Exam

Representational Image

Niharika Rout
  • Published: Friday, 15 December 2023
  • Updated: 15 December 2023, 12:31 PM IST

Sports

Latest News

ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ।

Also Read

ଏହାବାଦ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆସନ୍ତାବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ମଧ୍ୟ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story