Advertisment

୨୬ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

www.orissaresults.nic.inରେ ପ୍ରକାଶ ପାଇବ ରେଜଲ୍ଟ।

ଅଦ୍ୟତନ ହୋଇଛି
Chse +2 Exam

Chse +2 Exam

Advertisment

ମେ’ ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଦ୍ୱାଦଶ ବା ଯୁକ୍ତ ଦୁଇ ରେଜଲ୍ଟ। ଏଥର ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ କରାଯିବ। CHSE ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

Advertisment

ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ସେମାନଙ୍କର HS School e-space ଓ Digilockerରୁ ମଧ୍ୟ ଫଳାଫଳ ପାଇପାରିବେ।

ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। 

Advertisment
CHSE Plus 2 Result
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe