ଗୋଟିଏ ରାଜ୍ୟର ଉନ୍ନତିରେ ଶିକ୍ଷା, ସ୍ବାସ୍ଥ୍ୟ ଭଳି ପ୍ରସଙ୍ଗରେ ବୁଝାମଣା କରାଯାଇପାରିବ ନାହିଁ ବୋଲି ବିଶେଷଜ୍ଞମାନେ ମତ ଦେଇଥାନ୍ତି। ମାତ୍ର ଏବେ ରାଜ୍ୟର ସରକାରୀ ଇଂଜିନିୟରିଂ କଲେଜ ସହ ଇଂଜିନିୟରିଂ ସ୍କୁଲ, ଆଇଟିଆଇଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ଓ ଅଣଶିକ୍ଷକ ପଦ ଦେଖିଲେ ଏଦିଗରେ ଯେ ସରକାର ଚୁପ୍ ହୋଇ ବସିଛନ୍ତି ତାହା ଜଣାପଡ଼ିଯାଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ମଧ୍ୟାହ୍ନ ଭୋଜନରେ ଖାଲି ଭାତ, ତରକାରି ମାଗିବାରୁ ଶିକ୍ଷୟିତ୍ରୀ କହିଲେ ଲୁଣ ଓ ଲଙ୍କା ଲଗାଇ ଖାଅ
ଗତ ୧୩ ଦିନ ହେବ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ଅଣ୍ଡା ଖାଇବାକୁ ଦିଆଯାଉନଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି।
Education
ଭୁବନେଶ୍ୱରରେ ସ୍ଥାପନ ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ
ରାଜ୍ୟ ଭାଷା,ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ କହିଛନ୍ତି ଯେ, ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଂଚଳିକ ଶାଖା ଓଡ଼ିଶାରେ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରାଯାଇଥିଲା
Education
ହାଇକୋର୍ଟଙ୍କ ନିଷ୍ପତ୍ତି: କାଏମ ରହିବ ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତି
ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତି କାଏମ ରଖିଲେ ହାଇକୋର୍ଟ। ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ପାଖ ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଛନ୍ତି।
Education
‘ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ହୋଇଛି କି ସ୍କୁଲ?, ଆଜି ଦିଅ ରିପୋର୍ଟ ’
ବାତ୍ୟା ପ୍ରଭାବରେ ସ୍କୁଲ ବିଲଡିଂ ଓ ଭିତ୍ତିଭୂମି ନଷ୍ଟ ହୋଇଥିଲେ ତୁରନ୍ତ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ ।
Education
ଲଗାଣ ବର୍ଷା ପାଇଁ ଆଜି ୫ ଜିଲ୍ଲାର ସ୍କୁଲ ଛୁଟି
ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ବନ୍ଦ ଘୋଷଣା କରାଯାଇଛି।