ଶିକ୍ଷାର ମୂଳଦୁଆ ଯେତେ ସଶକ୍ତ ହେବ, ରାଜ୍ୟର ଭବିଷ୍ୟତ ସେତେ ଶକ୍ତ ହେବ । ସେଥିପାଇଁ ବୋଧେ ରାଜ୍ୟ ସରକାର 5T ଉପକ୍ରମରେ ସମଗ୍ର ରାଜ୍ୟରେ ସ୍କୁଲର ରୂପାନ୍ତରୀକରଣ କରୁଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମ । ଏଇଠାରୁ ଲଗାତାର ଜିତିବା ଫଳରେ ମୁଖ୍ୟମନ୍ତ୍ରୀ ଆସନରେ ଅଭିସିକ୍ତ ନବୀନ ପଟ୍ଟନାୟକ । ଆଉ ଏ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାର ଶିକ୍ଷା ରୂପାନ୍ତରୀକରଣ । ଏଠି ମାଗିଯାଚି ଚାଲିଛି ସ୍କୁଲ । କେଉଁଠି କୋଠଘରେ ତ, ଆଉ କେଉଁଠି ବାତ୍ୟା ଆଶ୍ରୟସ୍ଥଳୀରେ ପାଠ ପଢୁଛନ୍ତି କାଲିର ଭବିଷ୍ୟତ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।
Education
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା: ଜାଣନ୍ତୁ, କେଉଁ ଶ୍ରେଣୀ ପାଇଁ କେତେ କରାଗଲା
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।