ମେଡିକାଲ ଓ ଇଞ୍ଜିନିୟରିଂ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଫି’ ଦେବେ ସରକାର

ରାଜ୍ୟ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ସଚିବ ରୂପାରୋଶନ ସାହୁ ଆଜି ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଏହି ଯୋଜନା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ।

Lokaseva Bhawan PhotoOR

ଲୋକସେବା ଭବନ

Ordigital Desk
  • Published: Friday, 01 September 2023
  • Updated: 01 September 2023, 03:14 PM IST

Sports

Latest News

ରାଜ୍ୟର ସମସ୍ତ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀମାନେ ଦେଇଥିବା ଫି’ ସେମାନଙ୍କୁ ଫେରସ୍ତ ହେବ । କୋର୍ସ ଫି’ରେ ନାମଲେଖା ଦେୟ, ସିଟ୍ ଗ୍ରହଣ ଦେୟ, ପ୍ରାରମ୍ଭିକ ଜମା, ବାର୍ଷିକ ପାଠ୍ୟକ୍ରମ ଫି’(ଟ୍ୟୁସନ ଫି ଓ ଅନୁଷ୍ଠାନକୁ ସମସ୍ତ ବାଧ୍ୟତାମୂଳକ ଦେୟ), ହଷ୍ଟେଲ ନାମଲେଖା ଦେୟ ଓ ବାର୍ଷିକ ହଷ୍ଟେଲ/ମେସ୍ ଚାର୍ଜ ସମେତ ପାଠପଢ଼ା ପାଇଁ ଅନ୍ୟାନ୍ୟ ଆନୁସଙ୍ଗିକ ଖର୍ଚ୍ଚ ଯଥା ବହି, କୋଚିଂ ସାମଗ୍ରୀ, ଟ୍ୟୁଟେରିଆଲ ଖର୍ଚ୍ଚକୁ ରାଜ୍ୟ ସରକାର ବହନ କରିବେ ।

ରାଜ୍ୟ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ସଚିବ ରୂପାରୋଶନ ସାହୁ ଗୁରୁବାର ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଏହି ଯୋଜନା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ବଜେଟରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ଏହି ଯୋଜନାରେ ସରକାରୀ କଲେଜଗୁଡ଼ିକରେ ଏମବିବିଏସ୍ ଓ ଇଞ୍ଜିନିୟରିଂ( ବି-ଟେକ, ଏମ-ଟେକ) ପଢ଼ୁଥିବା ଯୋଗ୍ୟ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ପାଠ୍ୟକ୍ରମ ଅବଧିର ସମ୍ପୂର୍ଣ୍ଣ କୋର୍ସ ଫି’ ରାଜ୍ୟ ସରକାର ବହନ କରିବେ ।

Also Read

ସରକାରୀ ଶିକ୍ଷାନୁଷ୍ଠାନର ଡିନ୍  ବା ମୁଖ୍ୟ ଏବଂ ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାକ୍ଷରିତ ଉପରୋକ୍ତ ସମସ୍ତ ଖର୍ଚ୍ଚକୁ ଏହି ଯୋଜନା ଅଧୀନରେ ଭରଣା କରିବା ପାଇଁ ଜିଲ୍ଲାପାଳଙ୍କ ନିକଟକୁ ପଠାଯାଇପାରିବ । ୨୦୨୩-୨୪ ଶିକ୍ଷାବର୍ଷରୁ ସମସ୍ତ ଯୋଗ୍ୟ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଉପରୋକ୍ତ ଆବଶ୍ୟକତାକୁ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗକୁ ପଠାଯାଇପାରିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story