ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଏବଂ ହସପିଟାଲରେ ଅବ୍ୟବସ୍ଥା । ବିଭିନ୍ନ ଅବ୍ୟବସ୍ଥାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। 'କଲେଜ ସଂର୍ପକରେ ଜାଣି ବିହାରରୁ ବଲାଙ୍ଗିର ଆସିଥିଲି ଡାକ୍ତରୀ ପାଠ ପଢିବା ପାଇଁ । ହେଲେ ବାହାରର ଚାକଚକ୍ୟ ଠିକଠାକ୍ ଦେଖାଯାଉଥିଲେ ବି, ଏଠି କିଛି ଠିକ୍ ନାହିଁ ।'
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଟଙ୍କାଏ ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ, ଆଦର୍ଶ ସ୍କୁଲରେ ହଷ୍ଟେଲ ମାଗଣା
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
Education
ଫେବ୍ରୁଆରୀ ୨୧ରୁ ମାଟ୍ରିକ ପରୀକ୍ଷା; ଜାଣନ୍ତୁ, କେଉଁ ଦିନ ଅଛି କେଉଁ ବିଷୟ
ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।
Education
୧୯ରୁ OSSTET ପାଇଁ ଅନ୍ଲାଇନ ଆବେଦନ, ବିଜ୍ଞପ୍ତି ଜାରି
କୌଣସି ପରିସ୍ଥିତିରେ ଆବେଦନ କରିବାର ଶେଷ ତାରିଖକୁ ବୃଦ୍ଧି କରାଯିବ ନାହିଁ ବୋଲି ବିଏସ୍ଇ ପକ୍ଷରୁ ଜାରି ବିଜ୍ଞପ୍ତି କୁହାଯାଇଛି।
Education
ହାଇସ୍କୁଲ ଶିକ୍ଷକଙ୍କ ପାଇଁ ଖୁସି ଖବର; ଗୃହ ନିର୍ମାଣ ପାଇଁ ମିଳିବ ଅଗ୍ରୀମ ଟଙ୍କା
ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ।
Education
ପ୍ରତି ପଂଚାୟତରେ ଖୋଲିବ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ, ଯୋଜନାର ଶୁଭାରମ୍ଭ ଖୁବଶୀଘ୍ର: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ରାଜ୍ୟରେ ଖୁବଶୀଘ୍ର ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ କରାଯିବ । ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ପଂଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ।