ସାରଙ୍କ ମୂଲ୍ୟାଙ୍କନ କରିବେ ଛାତ୍ରଛାତ୍ରୀ | Odisha Reporter
ଅଧ୍ୟାପକଙ୍କ ପାଠପଢ଼ାରେ ସନ୍ତୁଷ୍ଟ ନାହାନ୍ତି ଛାତ୍ରଛାତ୍ରୀ । ଅନ୍ଲାଇନ୍ ଫିଡ୍ ବ୍ୟାକ୍ ବ୍ୟବସ୍ଥାରେ ଉଚ୍ଚଶିକ୍ଷା ବିଭାଗ ପାଖରେ ପହଞ୍ଚିଛି ଏହି ଅଭିଯୋଗ । ଛାତ୍ରଛାତ୍ରୀଙ୍କ ଠାରୁ ଏହିଭଳି ମାଳ ମାଳ ଅଭିଯୋଗ ପାଇବା ପରେ ସମ୍ପୃକ୍ତ କଲେଜଗୁଡିକୁ ରିପୋର୍ଟ ମାଗିଛି ଉଚ୍ଚ ଶିକ୍ଷା ବିଭାଗ । ୧୦ ଦିନ ଭିତରେ ରିପୋର୍ଟ ଦେବାକୁ କୁହାଯାଇଛି । ବିଜେବି, ମହର୍ଷି ଓ ଏସ୍ସିଏସ୍ ଭଳି ଅଗ୍ରଣୀ ଡିଗ୍ରୀ କଲେଜ ଅଛନ୍ତି ଏହି ତାଲିକାରେ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
