Advertisment

ପୁଣି ତେଜିବ ଶିକ୍ଷକ ଆନ୍ଦୋଳନ

ତେଜିବ ପ୍ରାଥମିକ ଶିକ୍ଷକ ଆନ୍ଦୋଳନ। ଆସନ୍ତା ୨୬ ତାରିଖରେ ଭୁବନେଶ୍ୱରରେ ହେବ ମହା ସମାବେଶ। ଏହା ସହ ୩ ଦଫା ଦାବି ପୂରଣ ନହେବା ଯାଏ ସବୁ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ଜାରି ରହିବ। ୯ଟି ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନରେ ସାମିଲ ଅଛନ୍ତି ବୋଲି ସୂଚନା ଦେଇଛନ୍ତି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ବ୍ରହ୍ମାନନ୍ଦ ମହାରଣା।

Teachers Odisha Education Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe