ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର। ଚିହିଁକିଲା ବିଜେଡି। ବିଶ୍ବବିଦ୍ୟାଳୟ ସଂଶୋଧିତ ଆଇନ୍ ୨୦୨୦କୁ ନେଇ ତେଜିଲା ରାଜନୀତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇନରେ ସଂଶୋଧନ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ପତ୍ର। ଏଥିରେ ଦର୍ଶାଯାଇଛି, ରାଜନୈତିକ ଉଦ୍ଦେଶ୍ୟ ରଖି ବିଜେଡି ସରକାର ଏହି ଆଇନ୍ ଆଣିଥିଲେ। ଯେଉଁଥି ଲାଗି ବିଶ୍ବବିଦ୍ୟାଳୟ ତାର ସ୍ବତନ୍ତ୍ରତା ହରାଇଛି। ଖାଲି ସେତିକି ନୁହେଁ ଏହା ୟୁଜିସି ଗାଇଡ୍ ଲାଇନର ପରିପନ୍ଥୀ। ଦେଖନ୍ତୁ ପୂର ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
କାଲି ଆସିବେ ମୋଦି; ବିଏମ୍ସି ଅଧୀନ ବିଶ୍ୱବିଦ୍ୟାଳୟ ବି ଛୁଟି
ଆସନ୍ତାକାଲି ରାଜ୍ୟ ସରକାରଙ୍କ ଫ୍ଲାଗସିପ୍ ପ୍ରୋଗ୍ରାମ୍ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ନିମନ୍ତେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସୁଥିବାରୁ ଛୁଟି ରହିବ ୟୁନିଭର୍ସିଟି।
Education
‘ସୁଭଦ୍ରା’ ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ସ୍କୁଲ୍, କଲେଜ ଛୁଟି
ମଙ୍ଗଳବାର ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ୍, ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ ।
Education
ଆଜି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ।
Education
ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
Education
୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ
ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ।