Advertisment

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ବିଶ୍ବବିଦ୍ୟାଳୟ ସଂଶୋଧିତ ଆଇନ୍ ୨୦୨୦କୁ ନେଇ ତେଜିଲା ରାଜନୀତି।

Advertisment

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର। ଚିହିଁକିଲା ବିଜେଡି। ବିଶ୍ବବିଦ୍ୟାଳୟ ସଂଶୋଧିତ ଆଇନ୍ ୨୦୨୦କୁ ନେଇ ତେଜିଲା ରାଜନୀତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇନରେ ସଂଶୋଧନ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ପତ୍ର। ଏଥିରେ ଦର୍ଶାଯାଇଛି, ରାଜନୈତିକ ଉଦ୍ଦେଶ୍ୟ ରଖି ବିଜେଡି ସରକାର ଏହି ଆଇନ୍ ଆଣିଥିଲେ। ଯେଉଁଥି ଲାଗି ବିଶ୍ବବିଦ୍ୟାଳୟ ତାର ସ୍ବତନ୍ତ୍ରତା ହରାଇଛି। ଖାଲି ସେତିକି ନୁହେଁ ଏହା ୟୁଜିସି ଗାଇଡ୍ ଲାଇନର ପରିପନ୍ଥୀ। ଦେଖନ୍ତୁ ପୂର ରିପୋର୍ଟ। 

Advertisment
Odisha Cm Dharmendra Pradhan Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe