ମୁମ୍ବାଇ: ସଲମାନ ଓ ସୋନମଙ୍କ ‘ପ୍ରେମ୍ ରତନ୍ ଧନ୍ ପାୟୋ’ ୨୦୦କୋଟି କ୍ଲବରେ ସାମିଲ ହୋଇଛି। ସୁରଜ ବଡଜାତ୍ୟା ନିର୍ଦ୍ଦେଶିତ ‘ପ୍ରେମ୍ ରତନ୍ ଧନ୍ ପାୟୋ’ ଭାରତ ସମେତ ବିଦେଶରେ ମଧ୍ୟ ରିଲିଜ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ଏହି ଫିଲ୍ମର ଆୟ ୨୦୨.୩୯ କୋଟି ଟଙ୍କାରେ ପହଞ୍ଚିଛି। ପ୍ରଥମଦିନର ଆୟ ଓ ପ୍ରଥମ ସପ୍ତାହର ଆୟକୁ ମିଶାଇ ସବୁଠୁ କମ୍ ଦିନରେ ୧୦୦କୋଟି କ୍ଲବରେ ସାମିଲ ହେବାରେ ମଧ୍ୟ ଏହି ଫିଲ୍ମ ରେକର୍ଡ କରିଛି। ପ୍ରଥମ ପାଞ୍ଚଦିନରେ ଏହି ଫିଲ୍ମ ଭାରତରେ ୧୪୩.୩୯ କୋଟି ଟଙ୍କ। ଓ ବିଦେଶରେ ପ୍ରଥମ ଚାରିଦିନରେ ୫୯କୋଟି ଟଙ୍କା ଆୟ କରିଥିଲା। ଫିଲ୍ମ ନିର୍ମାଣରେ ୬୦ କୋଟି ଟଙ୍କ।, ପ୍ରଚାର ଓ ବିଜ୍ଞାପନ ପାଇଁ ଖର୍ଚ୍ଚ ହୋଇଥିଲା ୨୦ କୋଟି ଟଙ୍କା। ଏହି ଫିଲ୍ମ ଭାରତରେ ୪୫୦୦ ଓ ବିଦେଶରେ ୧୧୦୦ ଥିଏଟରରେ ରିଲିଜ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।