ରାଜକୁମାରଙ୍କ ବାପାଙ୍କ ପରଲୋକ

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ରାଜକୁମାର ରାଓଙ୍କ ବାପା ସତ୍ୟପାଲ ଯାଦବଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଜଣେ ସରକାରୀ କର୍ମଚାରୀ ଥିଲେ। ଅସୁସ୍ଥତା ଯୋଗୁ ସତ୍ୟପାଲଙ୍କୁ ଗୁରୁଗ୍ରାମ୍ ସ୍ଥିତ ମେଦାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୭ ଦିନ ରହିବା ପରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଗତକାଲି ଗୁରୁଗ୍ରାମରେ ତାଙ୍କର ଅନ୍ତିମ ସଂସ୍କାର […]

Rajkummar

Rajkummar

Jitendra Garnayak
  • Published: Saturday, 07 September 2019
  • Updated: 07 September 2019, 08:50 AM IST

Sports

Latest News

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ରାଜକୁମାର ରାଓଙ୍କ ବାପା ସତ୍ୟପାଲ ଯାଦବଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଜଣେ ସରକାରୀ କର୍ମଚାରୀ ଥିଲେ।

ଅସୁସ୍ଥତା ଯୋଗୁ ସତ୍ୟପାଲଙ୍କୁ ଗୁରୁଗ୍ରାମ୍ ସ୍ଥିତ ମେଦାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୭ ଦିନ ରହିବା ପରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଗତକାଲି ଗୁରୁଗ୍ରାମରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା।

ଏହା ପୂର୍ବରୁ ୨୦୧୭ରେ ରାଜକୁମାରଙ୍କ ମା’ଙ୍କ ଦେହାନ୍ତ ହୋଇଥିଲା। ସେତେବେଳେ ସେ ଫିଲ୍ମ ‘ନ୍ୟୁଟନ୍‌’ର ଶୁଟିଂ କରୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos