Advertisment

ଅଭିନେତ୍ରୀ ଦୀପା ସାହୁଙ୍କ ଅବସ୍ଥା ଗୁରୁତର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଭିନେତ୍ରୀ ଦୀପା ସାହୁଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଆଜି ସକାଳେ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଦୀପା ବର୍ଷ ହେବ ଜରାୟୁ କର୍କଟରେ ପୀଡ଼ିତ ଅଛନ୍ତି। ତାଙ୍କର ଚିକିତ୍ସା ଚାଲିଥିଲା। କେମୋ ଥେରାପି ଚାଲିଥିଲା। ହେଲେ ତିନିରୁ ଚାରି ମାସ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା। ଅବସ୍ଥା ଅଧିକ ବିଗିଡ଼ିବାରୁ ଅଭିନେତା ଅଖିଳ ପଟ୍ଟନାୟକ ଓ ସମାଜସେବୀ ପ୍ରଶାନ୍ତ ନାୟକଙ୍କ ସହାୟତାରେ ଆଜି ତାଙ୍କୁ […]

ଅଦ୍ୟତନ ହୋଇଛି
ଅଭିନେତ୍ରୀ ଦୀପା ସାହୁଙ୍କ ଅବସ୍ଥା ଗୁରୁତର

deepa sahoo (1)

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଭିନେତ୍ରୀ ଦୀପା ସାହୁଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଆଜି ସକାଳେ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

Advertisment

ସୂଚନା ଅନୁଯାୟୀ, ଦୀପା ବର୍ଷ ହେବ ଜରାୟୁ କର୍କଟରେ ପୀଡ଼ିତ ଅଛନ୍ତି। ତାଙ୍କର ଚିକିତ୍ସା ଚାଲିଥିଲା। କେମୋ ଥେରାପି ଚାଲିଥିଲା। ହେଲେ ତିନିରୁ ଚାରି ମାସ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା। ଅବସ୍ଥା ଅଧିକ ବିଗିଡ଼ିବାରୁ ଅଭିନେତା ଅଖିଳ ପଟ୍ଟନାୟକ ଓ ସମାଜସେବୀ ପ୍ରଶାନ୍ତ ନାୟକଙ୍କ ସହାୟତାରେ ଆଜି ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଦୀପା ଓଡ଼ିଆ ଆଲବମ୍‌ ଇଣ୍ଡଷ୍ଟ୍ରୀର ଜଣେ ବେଶ୍‌ ପରିଚିତ ଚେହେରା। ଏକାଧିକ ଆଲବମ୍‌ରେ ସେ ଅଭିନୟ କରିଛନ୍ତି। ଏହାସହ କିଛି ଓଡ଼ିଆ ଫିଲ୍ମ ଓ ଧାରାବାହିକରେ ମଧ୍ୟ ସେ ଅଭିନୟ କରିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe