ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ

ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।

Rani priyadarshini PhotoOR

ରାନୀ ପ୍ରିୟଦର୍ଶିନୀ ରିଲ୍ସ କରିବା ସମୟର ଫଟୋ

Tapaswini Nayak
  • Published: Monday, 25 November 2024
  • Updated: 25 November 2024, 10:49 AM IST

Sports

Latest News

ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରିବା ପଡ଼ିଲା ମହଙ୍ଗା। ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି ଜବତ କରାଯାଇଛି। ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ତାଙ୍କ ଗାଡ଼ିକୁ ଜବତ କରାଯାଇଛି। 

ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ। ଏନେଇ ସୋଶାଲ ମିଡିଆରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଟ୍ରାଫିକ ନିୟମ ଉଲ୍ଲଂଘନ ନେଇ ଅନେକ ଲୋକେ ସ୍ୱର ଉଠାଇଥିଲେ। ଏହାପରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ OD02-CU-4937 ନମ୍ବର ଗାଡ଼ିକୁ ଜବତ କରାଯାଇଛି।

Also Read

ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ବା ଫାଇନ ଆଦାୟ କରାଯିବ ବୋଲି କୁହାଯାଇଛି। ଅନ୍ୟପକ୍ଷରେ ରାଜରାସ୍ତାରେ ରିଲ୍ସ କରୁଥିବା ବେଳେ ସତର୍କତା ଅବଲମ୍ବନ କରିବାକୁ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ଏହି ରିଲ୍ସଟି କେବେକାର ତାହା ଜଣାପଡ଼ିନାହିଁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story