ମୁମ୍ବାଇ: ହଲିଉଡର ପ୍ରସିଦ୍ଧ ଯୋଡି ଆଞ୍ଜେଲିନା ଜୋଲି ଏବଂ ବ୍ରଡ୍ ପିଟ୍ ଅଲଗା ହେବାକୁ ଯାଉଛନ୍ତି। ଆଞ୍ଜେଲିନା ଛାଡପତ୍ର ପାଇଁ ଆବେଦନ କରିସାରିଛନ୍ତି।
ପିଲାଙ୍କ ଲାଳନପାଳନକୁ ନେଇ ଆଞ୍ଜେଲିନା ଏପରି ପଦକ୍ଷେପ ଉଠାଇଥିବାର ସୂଚନା ଦେଇଛନ୍ତି। ବ୍ରେଜଲିନା ନାମରେ ପ୍ରସିଦ୍ଧ ଏହି ଯୋଡି ୨୦୦୪ରୁ ଏକତ୍ର ରହି ୨୦୧୪ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟଙ୍କ ସଂପର୍କରେ ବିବାଦ ଦେଖାଯିବାକୁ ନେଇ ପୂର୍ବରୁ ମିଡିଆରେ ଚର୍ଚ୍ଚା ହେଉଥିଲେ ମଧ୍ୟ ଆଞ୍ଜେଲିନା ଏହାକୁ ଖଣ୍ଡନ କରିଥିଲେ। ନିଜର ଛଅଟି ସନ୍ତାନଙ୍କ ସୁରକ୍ଷା ଆଧାରରେ ଆଞ୍ଜେଲିନା ଛାଡପତ୍ର ନିବେଦନ କରିଥିବାର ଏକ ବିଶେଷ ସୂତ୍ରରୁ ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।