ମୁମ୍ବାଇ: ଆଜି ହେଉଛି ଅନୁଷ୍କା ଶର୍ମାଙ୍କର ୩୧ ତମ ଜନ୍ମଦିନ। ଅନୁଷ୍କା ବଲିଉଡ୍ର ବହୁ ଲୋକପ୍ରିୟ ଅଭିନେତ୍ରୀ ଭାବେ ଜଣାଶୁଣା। ୟସ୍ରାଜ୍ଙ୍କ ଫିଲ୍ମ ‘ରବ୍ ନେ ବନାଦି ଯୋଡ଼ି’ରୁ ସେ ତାଙ୍କ ଫିଲ୍ମ ଜୀବନ ଆରମ୍ଭ କରିଥିଲେ।
କିନ୍ତୁ ସିନେମା ଜଗତକୁ ଆସିବା ପୂର୍ବରୁ ଅନୁଷ୍କାଙ୍କୁ ବହୁତ ସଂଘର୍ଷ କରିବାକୁ ପଡ଼ିଥିଲା। ସେ ମଡେଲିଙ୍ଗ୍ କ୍ୟାରିୟର୍ରେ ଲମ୍ବା ସମୟ ବିତାଇଥିଲେ। ଏବେ କିନ୍ତୁ ସେହି ସମୟର କିଛି ଫଟୋ ଦେଖିଲେ ଆପଣ ତାଙ୍କୁ ଚିହ୍ନିବା କଷ୍ଟକର ହୋଇପଡ଼ିବ।
ତେବେ ଦେଖନ୍ତୁ ସେହି ଫଟୋଗୁଡ଼ିକ।
ଏହା ବହୁତ କମ୍ ଲୋକ ଜାଣିଛନ୍ତି ଯେ, ଅନୁଷ୍କା ୧୫ ବର୍ଷ ବୟସରୁ ମଡେଲିଙ୍ଗ୍ କରିବା ଆରମ୍ଭ କରିଦେଇଥିଲେ।
ମଡେଲିଙ୍ଗ୍ କ୍ୟାରିୟର୍ରେ ମଧ୍ୟ ସେ ୫ ବର୍ଷ ପର୍ଯ୍ୟନ୍ତ ସଂଘର୍ଷ କରିଥିଲେ।
ଶାହାରୁଖ୍ ଖାନ୍ଙ୍କ ସହ ଫିଲ୍ମ କରିବା ତାଙ୍କ ପାଇଁ ସବୁଠୁ ବଡ଼ ବ୍ରେକ୍ ଥିଲା।
ଅନୁଷ୍କାଙ୍କ ଏହି ଫଟୋ ୨୦୦୭ ମସିହାର।
ଫ୍ୟାଶନ୍ ଡିଜାଇନର୍ଙ୍କ ଦ୍ୱାରା ଡିଜାଇନ୍ କରାଯାଇଥିବା ପୋଷାକ ପିନ୍ଧି ରାମ୍ପ ୱାକ୍ କରୁଛନ୍ତି ଅନୁଷ୍କା।
ଏହି ଫଟୋ ଦେଖି ଅନୁଷ୍କାଙ୍କୁ ଚିହ୍ନିବା ଟିକେ କଷ୍ଟକର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଗାୟକ ଦିଲଜିତ ଦୋସାଞ୍ଜଙ୍କୁ ତେଲାଙ୍ଗାନା ସରକାରଙ୍କ ନୋଟିସ୍
ଆଜି ହାଇଦ୍ରାବାଦରେ ଗାୟକ ଦିଲଜିତ ଦୋସାଞ୍ଜଙ୍କ ମ୍ୟୁଜିକ୍ କନ୍ସର୍ଟର କାର୍ଯ୍ୟକ୍ରମ ରହିଛି।
Crime
ଯୌନ ନିର୍ଯାତନା ଅଭିଯୋଗରେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ ଗିରଫ
କୋଲକାତାରେ ନିଜ ସଙ୍ଗୀତ ଶିକ୍ଷାକେନ୍ଦ୍ରର ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ। ଗିରଫ ଭୟରେ ମୁମ୍ବାଇରେ ଲୁଚିଥିଲେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ। ସାଙ୍ଗ ଘରୁ ବାନ୍ଧିଲା କୋଲକାତା ପୁଲିସ।
Entertainment
ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; କିଏ କେଉଁ ପୁରସ୍କାର ପାଇଲେ ପଢ଼ନ୍ତୁ
୨୦୨୨ ମସିହା ପାଇଁ ବିଶିଷ୍ଟ ହାସ୍ୟ ଅଭିନେତା ଜୟରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ‘ମୋହନ ସ୍ୱାମୀ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ।
National
ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ - ଶାନ୍ତି ଓ ମାନବିକତାକୁ ସିନେମା ଜରିଆରେ ଶ୍ରଦ୍ଧାଞ୍ଜଳି
ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ୫୫ତମ ସଂସ୍କରଣରେ ସମ୍ମାନଜନକ ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ ପାଇଁ ଆନୁଷ୍ଠାନିକ ଭାବେ ମନୋନୀତ ଚଳଚିତ୍ର ଗୁଡ଼ିକୁ ଉନ୍ମୋଚନ କରାଯାଇଛି, ଯାହା (ଇଣ୍ଟରନ୍ୟାସନାଲ୍ କାଉନ୍ସିଲ୍ ଫର୍ ଫିଲ୍ମ, ଟେଲିଭିଜନ ଆଣ୍ଡ ଅଡିଓଭିଜୁଆଲ୍ କମ୍ୟୁନିକେସନ୍ (ଆଇସିଏଫଟି) ପ୍ୟାରିସ୍ ଏବଂ ମିଳିତ ଜାତିସଂଘ ଶିକ୍ଷା, ବୈଜ୍ଞାନିକ ଓ ସାଂସ୍କୃତିକ ସଂଗଠନ (ୟୁନେସ୍କୋ)ର ମିଳିତ ସହଯୋଗରେ ପ୍ରସ୍ତୁତ କରାଯାଇଛି।
Entertainment
ବଢ଼ିଲା ଓଲିଉଡ୍ କଳି: ମନୋଜଙ୍କ ଆରୋପର ଜବାବ ଦେଲେ ସବ୍ୟସାଚୀ ଓ ତାପସ
ଫିଲ୍ମ ‘ଭୂଖା’କୁ ନେଇ ମନୋଜ ମିଶ୍ରଙ୍କ ମନ୍ତବ୍ୟରେ ସେ କହିଛନ୍ତି, ଭୂଖା ଫିଲ୍ମ ସେତେବେଳେ ଚହଳ ପକାଇଥିଲା। ବର୍ତ୍ତମାନ ସମୟ ପରି ସେତେବେଳେ ବେଶୀ ଫିଲ୍ମ ଫେଷ୍ଟିଭାଲ୍ ହେଉନଥିଲା। ତଥାପି ସ୍ପେନ୍ ଓ ଫ୍ରାନ୍ସରେ ପୁରସ୍କୃତ ହୋଇଥିଲା।