ମୁମ୍ବାଇ: ଏ.ଆର ରେହମାନ୍ ସବୁବେଳେ ସଙ୍ଗୀତକାରମାନଙ୍କୁ ସାହାଯ୍ୟ କରିବା ସହ ତାଙ୍କ ସହ ଯୋଡ଼ି ରହିବାକୁ ଇଚ୍ଛା କରିଥାନ୍ତି। ତାଙ୍କର ଏହି ଇଚ୍ଛା ପୂରଣ ହୋଇଛି। ଏ ନେଇ ସେ ହାର୍ଟ ମ୍ୟୁଜିସିଆନ୍ ଫାଉଣ୍ଡେସନ୍ ଗଠନ କରିଛନ୍ତି। ଏଥିସହ ଏକ କର୍ପସ ଫଣ୍ଡ ମଧ୍ୟ ଗଠନ କରି କଳାକାରମାନଙ୍କୁ ସଯୋଗ କରିବା ପାଇଁ ହାତ ବଢ଼ାଇଛନ୍ତି।
ରେହମାନ୍ଙ୍କ ଏକ ଡକ୍ୟୁମେଣ୍ଟାରୀ କନସର୍ଟ ଫିଲ୍ମରେ ତାଙ୍କୁ ବହୁତ ସଫଳତା ମିଳିଥିଲା। ବହୁତ ଶୀଘ୍ର ଉତ୍ତର ପୂର୍ବ ଆମେରିକାରେ ଏହି ଫିଲ୍ମକୁ ସିନେମା ହଲରେ ଦେଖିବାକୁ ମିଳିବ।
ରେହମାନ ୨୫ ବର୍ଷ ହେବ ସଙ୍ଗୀତ ଦୁନିଆରେ ପାଦ ଥାପିଲେଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ହାସ୍ୟ ଅଭିନେତା ଟିକୁଙ୍କୁ ହୃଦ୍ଘାତ! ହସ୍ପିଟାଲରେ ଭର୍ତ୍ତି
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।