ମୁମ୍ବାଇ: ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନଙ୍କ ଝିଅ ଅରାଧ୍ୟାର ୫ମ ଜନ୍ମଦିନରେ ତାଙ୍କୁ ୧କୋଟିର ଗିଫ୍ଟ ମିଳିଛି। ଏହି ଗିଫ୍ଟ ଅଭିଷେକଙ୍କୁ ଟଙ୍କା କିମ୍ବା ଚେକ ଆକାରରେ ମିଳିନାହିଁ। ଅଭିଷେକଙ୍କ ଟ୍ୱିଟର ପେଜରେ ଫ୍ୟାନମାନେ ତାଙ୍କୁ ଝିଅ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରାୟ ଏକ କୋଟି ଫ୍ୟାନ ଅଭିଷେକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଅଭିଷେକ ଟ୍ୱିଟରରେ ଲେଖିଛନ୍ତି, “ମୋ ଝିଅ ଜନ୍ମଦିନରେ ୧ କୋଟିର ଗିଫ୍ଟ ମିଳିଛି। ଆମ ଗ୍ରୁପରେ ଫ୍ୟାନ ବଢ଼ୁଛନ୍ତି। ସେଥିପାଇଁ ମୁଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି।”
ବିଗ୍ ବି ଅମିତାବଚ୍ଚନ ବି ତାଙ୍କ ନାତୁଣୀ ଆରାଧ୍ୟଙ୍କ ଫଟୋକୁ ତାଜା କରିବା ପାଇଁ ଲେଖିଛନ୍ତି, “ବର୍ତ୍ତମାନର ପୀଢ଼ିର ପିଲାମାନଙ୍କ ପାଖରେ ଅସାଧାରଣ ଜ୍ଞାନ ଓ ଆତ୍ମବିଶ୍ୱାସ ଭରି ରହିଛି। ସେମାନଙ୍କ ଆଖପାଖରେ ଯାହା ହେଉଛି ସେମାନେ ସବୁ ଜାଣି ପାରୁଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।