ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଥର ପୂଜା ଆମର ବୋଲି ଘୋଷଣା କରିସାରେଲାଣି ମିଷ୍ଟର ମଜନୁ ଟିମ୍। ଦଶହରାରେ ସବୁଥର ପରି ଏଥର ବି ତରଙ୍ଗ ସିନେ ପ୍ରଡକ୍ସନ୍ସ ପ୍ରସ୍ତୁତ କରୁଛି ନୂଆ ଓଡିଆ ଚଳଚ୍ଚିତ୍ର ‘ମିଷ୍ଟର ମଜ୍ନୁ’। ଏଥିରେ ମୁଖ୍ୟ ଭୂମିକାରେ ଅଭନୟ କରୁଛନ୍ତି ବାବୁସାନ୍, ଶୀତଲ୍, ସୁର୍ଯ୍ୟମୟୀ ଏବଂ ଦିବ୍ୟା। ଫିଲ୍ମରେ ୩ ଜଣ ନାୟିକା ଥିବାବେଳେ ଜଣେ ନାୟକ ରହିଛନ୍ତ। ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଅଶୋକ ପତି। ଫିଲ୍ମର ଶୁଟିଂ ଚାଲିଥିବା ବେଳେ ଏଥର ମଧ୍ୟ ନିର୍ଦ୍ଦେଶକ ଅଶୋକ ପତି ଫିଲ୍ମରେ ବାବୁସାନ୍ଙ୍କ ନାଁ ସଞ୍ଜୁ ରଖିଛନ୍ତି। ଏହି ଫିଲ୍ମକୁ ମିଶାଇ ୧୦ଟି ଫିଲ୍ମରେ ବାବୁସାନ୍ ସଞ୍ଜୁ ଚରିତ୍ରରେ ଅଭିନୟ କରିସାରିଲେଣି। ଏଥିସହ ପ୍ରଥମ ଥର ପାଇଁ ଫିଲ୍ମରେ ବାବୁସାନ୍ଙ୍କ ୬ ପ୍ୟାକ୍ ବଡି ଦେଖିବାକୁ ମିଳିବ ବୋଲି ଶୁଣିବାକୁ ମିଳୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Entertainment
ମିସ୍ ୟୁନିଭର୍ସ ୨୦୨୪; ମୁକୁଟରେ ଲାଗିଛି ହୀରା ସାଙ୍ଗକୁ ୨୩ ପ୍ରକାରର ସୁବର୍ଣ୍ଣ ମୋତି
୭୩ତମ ମିସ୍ ୟୁନିଭର୍ସ କ୍ରାଉନର ଏକ ସ୍ୱତନ୍ତ୍ର ନାଁ ମଧ୍ୟ ଦିଆଯାଇଛି।
Entertainment
ଡେନମାର୍କର ଭିକ୍ଟୋରିଆ ହେଲେ ମିସ୍ ୟୁନିଭର୍ସ ୨୦୨୪
୧୨୫ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ଡେନମାର୍କ ପ୍ରତିଯୋଗୀ ହୋଇଛନ୍ତି ଚଳିତ ବର୍ଷର ମିସ୍ ୟୁନିଭର୍ସ।
Bollywood
ମହଙ୍ଗା ପଡ଼ିଲା ବିବାଦୀୟ ମନ୍ତବ୍ୟ, ବନ୍ଧା ହେଲେ ଅଭିନେତ୍ରୀ
ଶନିବାର ହାଇଦ୍ରାବାଦରୁ ପୁଲିସ ତାଙ୍କୁ ଗିରଫ କରିଛି।