ମୁମ୍ବାଇ: ରାଜୁଙ୍କୁ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ଗତକାଲି ହସପିଟାଲରେ ଭର୍ତ୍ତି ହୋଇଥିବା ବର୍ଷୀୟାନ ତେଲୁଗୁ ଷ୍ଟାର କୃଷ୍ଣମ୍ ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ଭଲ।
କେୟାର ହସପିଟାଲରେ ୭୬ ବର୍ଷ ବୟସ୍କ ରାଜୁଙ୍କ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି, “ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି। ତାଙ୍କୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ଆଉ ଅସୁବିଧା ହେଉନାହିଁ। ଚିନ୍ତା କରିବାର କାରଣ ନାହିଁ।”
‘ବାହୁବଲି’ ଫିଲ୍ମ ଜରିଆରେ ଘରେ ଘରେ ପରିଚିତ ହୋଇଥିବା ଟଲିଉଡ୍ ଆକ୍ଟର ପ୍ରଭାସ ହେଉଛନ୍ତି କୃଷ୍ଣମ୍ ରାଜୁଙ୍କ ପୁତୁରା।
ତେଲୁଗୁ ଫିଲ୍ମ ଅଭିନେତା କୃଷ୍ଣମ୍ ରାଜୁ ୧୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।