ମୁମ୍ୱାଇ: ବଲିଉଡ୍ ଅଭିନେତା ଆୟୁଷ୍ମାନ୍ ଖୁରାନା ଓ ଭୂମି ପେଡନେକର ତାଙ୍କ ଆଗାମୀ ଫିଲ୍ମ ‘ମନ ମର୍ଜିଆ’ର ଶୁଟିଂ ପାଇଁ ଗତ କିଛି ଦିନ ହେବ ବ୍ୟସ୍ତ ଥିଲେ। ଶିମ୍ଲା ଓ ଅମୃତସରରେ ଏହି ଫିଲ୍ମର ଶୁଟିଂ ଚାଲିଥିଲା। ତେବେ ଏହି ଫିଲ୍ମର ନିର୍ଦ୍ଦେଶକ ଏବେ ପରିବର୍ତ୍ତନ ହୋଇଯାଇଥିବା ସୂଚନା ଆସିଛି।
ପୂର୍ବରୁ ଏହି ଫିଲ୍ମର ନିର୍ଦ୍ଦେଶନା ସମୀର ଶର୍ମା କରୁଥିଲେ। ଅମୃତସରରେ ଫିଲ୍ମ ଶୁଟିଂ ଚାଲିଥିବା ବେଳେ ପ୍ରଡ୍ୟୁସର ଆନନ୍ଦ ଏଲ୍ ରାୟଙ୍କୁ ପସନ୍ଦ ନ ହେବାରୁ ସେ ଶୁଟିଂ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଏବେ ଏହି ଫିଲ୍ମର ନିର୍ଦ୍ଦେଶନା ଅଶ୍ୱିନୀ ଅୟର ତିୱାରୀ ଦେବେ। ଅଶ୍ୱିନୀ ଆନନ୍ଦ ଏଲ୍ ରାୟଙ୍କ ପ୍ରଡକ୍ସନରେ ‘ନିଲ୍ ବଟ୍ଟେ ସନ୍ନାଟ୍ଟା’ଫିଲ୍ମରେ ନିର୍ଦ୍ଦେଶନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।