ବିଗ୍‌ବସ୍‌-୧୦ର ପ୍ରଥମ ଏପିସୋଡ଼ରେ ସଲମାନ ଓ ଦୀପିକା

ମୁମ୍ବାଇ: ଖୁବ୍‌ ଶୀଘ୍ର ଆରମ୍ଭ ହେବାକୁ ଯାଉଥିବା ବିଗ୍‌ ବସ୍‌-୧୦ର ପ୍ରଥମ ଏପିସୋଡ଼ରେ ଦବଙ୍ଗ୍ ଖାନ୍‌ ସଲମାନଙ୍କ ସହ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଦେଖିବାକୁ ମିଳିବ।

ହଲିଉଡ୍‌ ଫିଲ୍ମ ‘ଏକ୍ସଏକ୍ଯଏକ୍ସ: ରିଟର୍ଣ୍ଣ ଅଫ୍ ଏକ୍ସ ଜେଣ୍ଡର କେଜ” ପ୍ରଚାର କରିବା ପାଇଁ ୩୦ ବର୍ଷରେ ପର୍ଦାପଣ କରିଥିବା ଦୀପିକା ବିଗ୍‌ ବସ୍‌ ଶୋ’କୁ ଆସିବେ। ଏହି ଫିଲ୍ମରେ ଦୀପିକାଙ୍କ ସାଙ୍ଗରେ ଭିନ ଡି଼ଜେଲଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ।

ଆହୁରି ପଢ଼ନ୍ତୁ

ଆତ୍ମହତ୍ୟା କଲେ ‘କ୍ୟୁଁ କିଁ ଶାଶ୍‌ ଭି କଭି ବହୁ ଥି’ର ଅଭିନେତା

ବିଗ୍‌ବସ୍‌ ଫେମ୍‌ ଅସିମ୍‌ ରିଆଜଙ୍କ ଉପରକୁ ଆକ୍ରମଣ

ରିଙ୍କିଙ୍କ ଭାଗ୍ୟ ବଦଳେଇ ଦେଲା ଗୋଟିଏ ଟ୍ୱିଟ୍‌, ଚାନ୍ସ ଦେଲା ତରଙ୍ଗ

ସୁଶାନ୍ତ ମୃତ୍ୟୁ ମାମଲା : ଆଦିତ୍ୟ ଠାକ୍‌ରେଙ୍କୁ ଟାର୍ଗେଟ୍‌ କରି କଙ୍ଗନା ପଚାରିଲେ ୭ଟି ପ୍ରଶ୍ନ

ସେଲେବ୍ରିଟିଙ୍କ ରାକ୍ଷୀ ସେଲେବ୍ରେଶନ୍

ଜାଳୁଥିଲି, ଜଳାଉଥିଲି ଏବେ ଜଳୁଛି….

ମୃତ୍ୟୁ ପୂର୍ବରୁ ସୁଶାନ୍ତ ଗୁଗଲ୍‌ରେ ସର୍ଚ୍ଚ କରିଥିଲେ ଏହି ତିନୋଟି ଶବ୍ଦ

ୟୁରୋପ ଟୁର୍‌ ଓ ନଭେମ୍ବର ମାସର ସେହି ଘଟଣା

ଅନୁପମଙ୍କ ଚିକିତ୍ସା ପାଇଁ ଯୋଗୀ ଦେଲେ ୨୦ ଲକ୍ଷ

୩୫ ବର୍ଷ ପରେ ଆଜି ସେହି ହାତ ନାହିଁ…

ମ୍ୟାନେଜର୍ ଦିଶାଙ୍କ ପରିବାରକୁ ପଚରାଉଚରା କରିବ ବିହାର ପୁଲିସ୍

ଅନୁପମଙ୍କ ଚିକିତ୍ସା ପାଇଁ ସାହାଯ୍ୟର ହାତ ବଢ଼ାଇଲେ ଯୋଗୀ