ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ବିଜୟ ମିଶ୍ର ପାଇବେ ‘ଜୟଦେବ ପୁରସ୍କାର’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୧୮ ବର୍ଷ ପାଇଁ ଆଜି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି। ୨୦୧୮ ବର୍ଷ ପାଇଁ ବିଶିଷ୍ଟ ନାଟ୍ୟକାର ତଥା ସଂଳାପକାର ବିଜୟ ମିଶ୍ରଙ୍କୁ ସମ୍ମାନଜନକ ‘ଜୟଦେବ ପୁରସ୍କାର‘ ପ୍ରଦାନ କରାଯିବ ବୋଲି ଶ୍ରୀ ପାଣିଗ୍ରାହୀ ଘୋଷଣା କରିଛନ୍ତି। ସେହିଭଳି ବରିଷ୍ଠ ଅଭିନେତା ମିହିର ଦାସଙ୍କୁ ‘ଶ୍ରେଷ୍ଠ ଅଭିନେତା’ ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ […]

bijay1

bijay1

Jitendra Garnayak
  • Published: Tuesday, 10 December 2019
  • Updated: 10 December 2019, 01:03 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୧୮ ବର୍ଷ ପାଇଁ ଆଜି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି। ୨୦୧୮ ବର୍ଷ ପାଇଁ ବିଶିଷ୍ଟ ନାଟ୍ୟକାର ତଥା ସଂଳାପକାର ବିଜୟ ମିଶ୍ରଙ୍କୁ ସମ୍ମାନଜନକ ‘ଜୟଦେବ ପୁରସ୍କାର‘ ପ୍ରଦାନ କରାଯିବ ବୋଲି ଶ୍ରୀ ପାଣିଗ୍ରାହୀ ଘୋଷଣା କରିଛନ୍ତି। ସେହିଭଳି ବରିଷ୍ଠ ଅଭିନେତା ମିହିର ଦାସଙ୍କୁ ‘ଶ୍ରେଷ୍ଠ ଅଭିନେତା’ ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ। ‘ଶ୍ରେଷ୍ଠ ଅଭିନେତ୍ରୀ’ ପୁରସ୍କାର ଅର୍ଚ୍ଚିତାଙ୍କୁ ଦିଆଯିବ ବୋଲି ଘୋଷଣା କରାଯାଇଛି। ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ମନମୋହନ ମହାପାତ୍ରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଫିଲ୍ମ ‘ଭିଜା ମାଟିର ସ୍ୱର୍ଗ’ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ସେହିପରି ଶ୍ରେଷ୍ଠ ଚଳଚ୍ଚିତ୍ର ‘ଭିଜା ମାଟିର ସ୍ୱର୍ଗ’ ପାଇଁ ଅକ୍ଷୟ ପରିଜାଙ୍କୁ ପ୍ରଦାନ କରାଯିବ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ସମ୍ମାନ।

ଶ୍ରେଷ୍ଠ କାହାଣୀ ଓ ସଂଳାପ ପାଇଁ ଡି. ନିରଞ୍ଜନ ରେଡ୍ଡୀଙ୍କୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଦିଆଯିବାକୁ ଘୋଷଣା ହୋଇଥିବା ବେଳେ ଶାନ୍ତିରାଜ୍ ଖୋସ୍‌ଲା ‘ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ’, ବସନ୍ତରାଜ ସାମଲ ‘ଶ୍ରେଷ୍ଠ ଗୀତିକାର‘, କରୁଣାକର ‘ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ’ ଓ ଅନ୍ତରା ଚକ୍ରବର୍ତ୍ତୀ ‘ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟିକା’ ଭାବେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story