ହସାଇ ହସାଇ ଚାଲିଗଲେ ଆରପାରିକୁ | Odisha Reporter
ଅଭିନେତା ସତୀଶ କୌଶିକଙ୍କ ପରଲୋକ। ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ଆଜି ସକାଳୁ ହୃଦ୍ଘାତରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ତେବେ ମୃତ୍ୟୁ ପୂର୍ବରୁ ସାମ୍ନାକୁ ଆସିଛି ସତୀଶଙ୍କ ଶେଷ ଟ୍ୱିଟ୍, ଯାହା ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Advertisment
https://twitter.com/satishkaushik2
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
