Advertisment

ଅଭିନେତା ସତୀଶ କୌଶିକଙ୍କ ପରଲୋକ

ଅଭିନେତା ସତୀଶ କୌଶିକଙ୍କ ପରଲୋକ। ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ଆଜି ସକାଳୁ ହୃଦ୍‌ଘାତରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ତେବେ ମୃତ୍ୟୁ ପୂର୍ବରୁ ସାମ୍ନାକୁ ଆସିଛି ସତୀଶଙ୍କ ଶେଷ ଟ୍ୱିଟ୍‌, ଯାହା ଏବେ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି।

Advertisment

ଅଭିନେତା ସତୀଶ କୌଶିକଙ୍କ ପରଲୋକ। ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ଆଜି ସକାଳୁ ହୃଦ୍‌ଘାତରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ତେବେ ମୃତ୍ୟୁ ପୂର୍ବରୁ ସାମ୍ନାକୁ ଆସିଛି ସତୀଶଙ୍କ ଶେଷ ଟ୍ୱିଟ୍‌, ଯାହା ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। 

Advertisment

https://twitter.com/satishkaushik2

Satish Kaushik Bollywood
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe