Advertisment

ମା' ହେବେ ଦୀପିକା ପାଦୁକୋନ

ଦୀପିକା ଖୁବ୍ ଶୀଘ୍ର ମାଆ ହେବାକୁ ଯାଉଛନ୍ତି।

author-image
Manoj Swain

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂ। ଦୀପିକା ଖୁବ୍ ଶୀଘ୍ର ମାଆ ହେବାକୁ ଯାଉଛନ୍ତି। ଏନେଇ ସେ ସୋଶାଲ ମଡିଆ ପୋଷ୍ଟରେ ସୂଚନା ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Deepika Padukone Pregnant Bollywood News