Advertisment

ମା' ହେବେ ଦୀପିକା ପାଦୁକୋନ

ଦୀପିକା ଖୁବ୍ ଶୀଘ୍ର ମାଆ ହେବାକୁ ଯାଉଛନ୍ତି।

Advertisment

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂ। ଦୀପିକା ଖୁବ୍ ଶୀଘ୍ର ମାଆ ହେବାକୁ ଯାଉଛନ୍ତି। ଏନେଇ ସେ ସୋଶାଲ ମଡିଆ ପୋଷ୍ଟରେ ସୂଚନା ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bollywood News Deepika Padukone Pregnant
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe