ତୈମୁରକୁ ମିଳିଲା ସାନ ଭାଇ

ମୁମ୍ବାଇ: ପୁଣି ମା’ ହେଲେ ବଲିଉଡ ବେବୋ। କରୀନା କପୁର ଓ ସୈଫ ଅଲ୍ଲି ଖାନଙ୍କ ଘରକୁ ଆସିଲେ ନୂଆ ଅତିଥି। ଆଜି ସକାଳୁ ମୁମ୍ବାଇ ସ୍ଥିତ ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ କରୀନା ପୁଣିଥରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏହି ଖବର ସାମ୍ନାକୁ ଆସିବା ପରେ ତାଙ୍କ ପ୍ରଶଂସକମାନ ଖୁସି ହେବା ସହ ଶୁଭେଚ୍ଛା ପଠାଇଛନ୍ତି। ସେପଟେ ନିଜ ସାନ ଭାଇକୁ ସ୍ୱାଗତ କରିବା ପାଇଁ କରୀନାଙ୍କ ବଡ ପୁଅ ତୈମୁର ମଧ୍ୟ […]

Kareena-kapoor

Kareena-kapoor

Madhupriya Mistry
  • Published: Sunday, 21 February 2021
  • Updated: 21 February 2021, 11:38 AM IST

Sports

Latest News

ମୁମ୍ବାଇ: ପୁଣି ମା’ ହେଲେ ବଲିଉଡ ବେବୋ। କରୀନା କପୁର ଓ ସୈଫ ଅଲ୍ଲି ଖାନଙ୍କ ଘରକୁ ଆସିଲେ ନୂଆ ଅତିଥି। ଆଜି ସକାଳୁ ମୁମ୍ବାଇ ସ୍ଥିତ ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ କରୀନା ପୁଣିଥରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏହି ଖବର ସାମ୍ନାକୁ ଆସିବା ପରେ ତାଙ୍କ ପ୍ରଶଂସକମାନ ଖୁସି ହେବା ସହ ଶୁଭେଚ୍ଛା ପଠାଇଛନ୍ତି। ସେପଟେ ନିଜ ସାନ ଭାଇକୁ ସ୍ୱାଗତ କରିବା ପାଇଁ କରୀନାଙ୍କ ବଡ ପୁଅ ତୈମୁର ମଧ୍ୟ ପୁରା ପ୍ରସ୍ତୁତ ଅଛନ୍ତି।

[caption id="attachment_621077" align="aligncenter" width="650"]kareena Kapoor ସାନ ଭାଇକୁ ସ୍ୱାଗତ କରିବା ପାଇଁ କରୀନାଙ୍କ ବଡ ପୁଅ ତୈମୁର ମଧ୍ୟ ପ୍ରସ୍ତୁତ ଅଛନ୍ତି।[/caption]

ଏହି ଖୁସି ଖବର ପରେ ଉଭୟ ପରିବାରରେ ଆନନ୍ଦର ଲହରୀ ଖେଳିଯାଇଛି । ଫ୍ୟାନ୍ସମାନେ ଉଭୟଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି । ପୂର୍ବଥର ଭଳି ଗର୍ଭବତୀ ଥିବା ବେଳେ ମଧ୍ୟ କରିନା କାମ କରିବା ଜାରି ରଖିଥିଲେ ।ସେ କେବେବି କାମ କରିବା ପାଇଁ ଥକିବେ ନାହିଁ ବୋଲି ନିକଟରେ ଦେଇଥିବା ଏକ ସାକ୍ଷାତକାରରେ କହିଥିଲେ ।

ଏପରିକି କାମ କରିବା ଦ୍ୱାରା ପେଟରେ ବଢୁଥିବା ଶିଶୁଟି ସୁସ୍ଥ ରହିଥାଏ ବୋଲି କହିଥିଲେ କରିନା କପୁର । ଏବେ ସେ ପୁଣି ଥରେ ମାତୃତ୍ୱ ଲାଭ କରିଛନ୍ତି । ଏହାସହ ତାଙ୍କର ବଡ ପୁତ୍ର ତୈମୁରଙ୍କୁ ଏକ ଭାଇ ମିଳି ଯାଇଛି । କେବଳ ଫ୍ୟାନ୍ସ ନୁହେଁ ବଲିଉଡ୍ ଜଗତର ଅନେକ ସେଲିବ୍ରିଟି ମଧ୍ୟ କରିନା ଓ ସୈଫଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

କରିନା ଓ ସୈଫ ଉଭୟ ଗତ ବର୍ଷ ଅଗଷ୍ଟରେ ଦ୍ୱିତୀୟ ସନ୍ତାନ ନେଇ ଘୋଷଣା କରିଥିଲେ । ସୋସିଆଲ ମିଡିଆରେ ପୋଷ୍ଟ କରି ଦ୍ୱିତୀୟ ସନ୍ତାନ ପାଇଁ ଆଉ ଅପେକ୍ଷା କରିହେଉ ନାହିଁ ବୋଲି କହିଥିଲେ କରିନା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story