ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ନିଆରା ବାର୍ତ୍ତା ଦେଲେ ଶାହରୁଖ୍‌  

ନୂଆଦିଲ୍ଲୀ: ଆଜି ହେଊଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ୭୨ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରି ପ୍ରଧାନମନ୍ତ୍ରୀ ପଦରେ ବସିଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ମୋଦି । ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ । ଏହି ଅବସରରେ ମୋଦିଙ୍କୁ ଦେଶ ଠାରୁ ଆରମ୍ଭ […]

saharukh

saharukh

Tapas Behera
  • Published: Saturday, 17 September 2022
  • Updated: 17 September 2022, 10:12 PM IST

Sports

Latest News

ନୂଆଦିଲ୍ଲୀ: ଆଜି ହେଊଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ୭୨ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରି ପ୍ରଧାନମନ୍ତ୍ରୀ ପଦରେ ବସିଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ମୋଦି । ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ । ଏହି ଅବସରରେ ମୋଦିଙ୍କୁ ଦେଶ ଠାରୁ ଆରମ୍ଭ କରି ବିଦେଶ ପର୍ଯ୍ୟନ୍ତ ବିଶ୍ୱର କୋଣ ଅନୁକୋଣରୁ ଶୁଭେଚ୍ଛାର ସୁଅ ଛୁଟିଛି । ଦେଶର ଅନେକ ରାଜନେତା ଠାରୁ ସେଲିବ୍ରେଟି ପର୍ଯ୍ୟନ୍ତ  ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଏହି ପରିପ୍ରେକ୍ଷୀରେ ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାନ୍‌ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ଆମ ଦେଶର ମଙ୍ଗଳ ଏବଂ ଲୋକଙ୍କ କଲ୍ୟାଣ ଲାଗି ଆପଣଙ୍କର ସମର୍ପଣଭାବ ଅତ୍ୟନ୍ତ  ପ୍ରଶଂସନୀୟ। ନିଜର ଲକ୍ଷ ସାଧନ ପାଇଁ ଆପଣଙ୍କୁ ଆହୁରି ଶକ୍ତି ଏବଂ ସାହାସ ମିଳୁ।  ଆପଣ ଗୋଟିଏ ଦିନ ଅଫ ନେଇ ନିଜ ଜନ୍ମଦିନକୁ ଖୁସିରେ ପାଳନ କରନ୍ତୁ।  ଆପଣଙ୍କୁ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା।
https://twitter.com/iamsrk/status/1571033195411566595?s=20&t=-HoFxlKnHwOjV-aKvT_LXg

୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି । ୫ ଦଶନ୍ଧିର ରାଜନୈତିକ ଜୀବନ ମଧ୍ୟରେ ଅନେକ ଉତ୍‌ଥାନ ପତନ ଦେଖିଛନ୍ତି ମୋଦି। ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ହେବା ସହ ସେ ପ୍ରଥମ ବିଜେପି ନେତା ଯାହାଙ୍କ ନେତୃତ୍ୱରେ ୨୦୧୪ ଏବଂ ୨୦୧୯ରେ ଦଳ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାରରେ ବସିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଅତୁଳନୀୟ ପରିଶ୍ରମ, କର୍ତ୍ତବ୍ୟନିଷ୍ଠା, ସୃଜନଶୀଳତା ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ଜାରି ରଖିଥିବା ଅଭିଯାନକୁ ରାଷ୍ଟ୍ରପତି ପ୍ରଶଂସା କରିଛନ୍ତି । ଏହା ସହ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ନିଜ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ଦେଶର ପ୍ରଗତି ଏବଂ ସୁଶାସନରେ ଅଦ୍ଭୂତପୂର୍ବ ସଫଳତା ଆଣିବା ସହ ବିଶ୍ୱରେ ଭାରତର ପ୍ରତିଷ୍ଠା ଓ ସ୍ୱାଭିମାନକୁ ନୂଆ ସ୍ତରକୁ ନେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁସ୍ଥ ଓ ନିରୋଗ ଜୀବନ କାମନା କରିଛନ୍ତି ରାଜନାଥ । ସେପଟେ ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଟୁଇଟ କରି ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସର୍ବପ୍ରିୟ ନେତା, ପ୍ରେରଣାଦାୟୀ ପ୍ରଧାନମନ୍ତ୍ରୀ ଭାବେ ଅଭିହିତ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପିଏମ୍ ମୋଦି, ଭାରତ ପ୍ରଥମ ନୀତି, ଗରିବ କଲ୍ୟାଣ ସଂକଳ୍ପ ସହ ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରି ଦେଖାଇଥିବା ଦର୍ଶାଇ ତାଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story