ଐଶ୍ୱର୍ଯ୍ୟା ଓ ଆରାଧ୍ୟାଙ୍କୁ କରୋନା

ମୁମ୍ବାଇ: ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନା ହୋଇଥିବା ଜଣାପଡ଼ିଛି। ଏହା ସହିତ ବଚ୍ଚନ ପରିବାରର ଚାରି ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭଙ୍କ ପତ୍ନୀ ତଥା ଅଭିନେତ୍ରୀ ଜୟା ବଚ୍ଚନଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି। ଅମିତାଭ ଓ ଅଭିଷେକ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଗତକାଲି ଜଣାପଡ଼ିଥିଲା। ଏଥିଯୋଗୁ ଉଭୟଙ୍କୁ ମୁମ୍ବାଇ ନାନାବତୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତେବେ ଅମିତାଭଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି […]

aradhya

aradhya

Jitendra Garnayak
  • Published: Sunday, 12 July 2020
  • Updated: 12 July 2020, 03:30 PM IST

Sports

Latest News

ମୁମ୍ବାଇ: ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନା ହୋଇଥିବା ଜଣାପଡ଼ିଛି। ଏହା ସହିତ ବଚ୍ଚନ ପରିବାରର ଚାରି ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭଙ୍କ ପତ୍ନୀ ତଥା ଅଭିନେତ୍ରୀ ଜୟା ବଚ୍ଚନଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି।

ଅମିତାଭ ଓ ଅଭିଷେକ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଗତକାଲି ଜଣାପଡ଼ିଥିଲା। ଏଥିଯୋଗୁ ଉଭୟଙ୍କୁ ମୁମ୍ବାଇ ନାନାବତୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତେବେ ଅମିତାଭଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ହସ୍‌ପିଟାଲ୍ କର୍ତ୍ତୃପକ୍ଷ କହିଛନ୍ତି।

ଅମିତାଭ ଓ ଅଭିଷେକଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିବା ପରେ ଆଜି ସେମାନଙ୍କ ଘରକୁ ସିଲ୍ କରାଯାଇ ସାନିଟାଇଜ୍ କରାଯାଇଥିଲା।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos