Advertisment

ବୁସାନ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ ହେବ ‘ସୁଲତାନ’

ମୁମ୍ବାଇ: ଦବଙ୍ଗଷ୍ଟାର ସଲମାନ ଖାନ୍‌ଙ୍କ ଫିଲ୍ମ ‘ସୁଲତାନ’ ବୁସାନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ କରାଯିବ। ଲୋକଙ୍କ ମନକୁ ଛୁଇଁଥିବା କିଙ୍ଗ୍‌ ଖାନ୍‌ଙ୍କ ଫିଲ୍ମ ‘ଫ୍ୟାନ’ ମଧ୍ୟ ଏହି ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ କରାଯିବ। ଏହାସହ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନେଇ ନିର୍ମିତ ବୃତ୍ତଚିତ୍ର  ଏହି ଫେଷ୍ଟିଭାଲରେ ଦେଖାଯିବ। ୬ ଅକ୍ଟୋବରରୁ ଆରମ୍ଭ ହୋଇଥିବା ବୁସାନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ ୧୫ ଅକ୍ଟୋବରରେ ସରିବ।

ଅଦ୍ୟତନ ହୋଇଛି
ବୁସାନ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ ହେବ ‘ସୁଲତାନ’

salman

Advertisment

ମୁମ୍ବାଇ: ଦବଙ୍ଗଷ୍ଟାର ସଲମାନ ଖାନ୍‌ଙ୍କ ଫିଲ୍ମ ‘ସୁଲତାନ’ ବୁସାନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ କରାଯିବ। ଲୋକଙ୍କ ମନକୁ ଛୁଇଁଥିବା କିଙ୍ଗ୍‌ ଖାନ୍‌ଙ୍କ ଫିଲ୍ମ ‘ଫ୍ୟାନ’ ମଧ୍ୟ ଏହି ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ କରାଯିବ। ଏହାସହ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନେଇ ନିର୍ମିତ ବୃତ୍ତଚିତ୍ର  ଏହି ଫେଷ୍ଟିଭାଲରେ ଦେଖାଯିବ।

Advertisment

୬ ଅକ୍ଟୋବରରୁ ଆରମ୍ଭ ହୋଇଥିବା ବୁସାନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ ୧୫ ଅକ୍ଟୋବରରେ ସରିବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe