‘ଧୋନି-ଦ ଅନଟୋଲ୍ଡ ଷ୍ଟୋରୀ’ର ଟ୍ରେଲର ରିଲିଜ୍

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ‘ଧୋନି-ଦ ଅନଟୋଲ୍ଡ ଷ୍ଟୋରୀ’ର ଟ୍ରେଲର ଆଜି ରିଲିଜ ହୋଇଛି। ‘କ୍ୟାପଟେନ୍ କୁଲ’ ମହେନ୍ଦ୍ର ସିଂହ ଧୋନୀଙ୍କ ସଂଘର୍ଷ ଓ ସଫଳତାର କାହାଣୀକୁ ନେଇ ନିର୍ମିତ ହୋଇଛି ଏହି ଫିଲ୍ମ।

ନିରଜ ପାଣ୍ଡେ ନିର୍ଦ୍ଦେଶିତ ଏହି ଫିଲ୍ମରେ ସୁଶାନ୍ତ ସିଂ ରାଜପୁତ କ୍ୟାପଟେନ୍ ଧୋନିଙ୍କ ଭୂମିକାରେ ଆସୁଛନ୍ତି। ଜଣେ ଟ୍ରେନ ଟିକେଟ ଏକଜାମିନର ଭାବେ କାମ କରୁଥିବା ଧୋନି ଭାରତୀୟ କ୍ରିକେଟକୁ କିଭଳି ଆସିଲେ ଏବଂ ଆସିବା ପରେ କ’ଣ ସବୁ ଘଟିଛି ତାକୁ ଖୁବ ସୁନ୍ଦର ଭାବେ ଉପସ୍ଥାପନା କରାଯାଇଛି ଏହି ଫିଲ୍ମରେ।

ଅଭିନେତା ସୁଶାନ୍ତ ରାଜପୁତ ଧୋନୀଙ୍କ ଚରିତ୍ରକୁ  ନିଖୁଣ  ଭାବରେ  ସିଲଭର ସ୍କ୍ରିନରେ  ଉପସ୍ଥାପିତ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୩୦ରେ ପରଦାକୁ ଆସିବ ‘ଧୋନି-ଦ ଅନଟୋଲ୍ଡ ଷ୍ଟୋରୀ’।

ଆହୁରି ପଢ଼ନ୍ତୁ

‘ଓସ୍କାର ୨୦୨୧’କୁ ଜଜ୍ କରିବେ ୩ ଭାରତୀୟ ଫିଲ୍ମ ନିର୍ମାତା

ଆରପାରିରେ ସୁର୍‌ମା ଭୋପାଲି ଓରଫ ହାସ୍ୟ ଅଭିନେତା ଜଗଦୀପ

‘ରାନୁ ମଣ୍ଡଳଙ୍କୁ ଏବେ ପୃଥିବୀସାରା ଲୋକ ସୋଦୁଛନ୍ତି, ମୋ ନାଁରେ ଏତଲା ହୋଇଥିଲା କାହିଁକି ?’

ଅପ୍‌ସରାଙ୍କୁ ପ୍ରଶଂସା ଆଳରେ ‘ଓଡ଼ିଶା’କୁ ନୀଚ ଦେଖାଇଲେ ରାମୁ, ମିଳିଲା କଡ଼ା ଜବାବ

‘ବଲିଉଡରେ ପକ୍ଷପାତ ହୋଇଥାଏ, ନେପୋଟିଜମ ନାହିଁ ‘

ବାହା ହେଲେ ସମୀକ୍ଷା, ଅନ୍‌ଲାଇନ୍‌ରେ ଆଶୀର୍ବାଦ ଦେଲେ ବାପାମା’

ଗୋଟିଏ ଭିଡିଓ ବଦଳାଇ ଦେଇଥିଲା

‘ସାର୍‌, ଓଡ଼ିଶାରେ ମୋ’ଠାରୁ ଆହୁରି ବହୁତ ଭଲ ପ୍ରତିଭା ଅଛନ୍ତି’

ଅପ୍‌ସରାଙ୍କ ଉପରେ ଫିଦା ରାମ ଗୋପାଳ ବର୍ମା

‘ଛେଣ୍ଡିପଦା ରାଣୀ’ ପାଇଁ ବିବାଦରେ ହ୍ୟୁମାନ ସାଗର

ଭାଇ ସହ ଏମିତି ଫଟୋ ଶେଆର୍ କରି ଟ୍ରୋଲ୍ ହୋଇଥିଲେ ସାରା

ଏହି ରୋଗରେ ପୀଡ଼ିତ ହିମାଂଶି: ୩ ଘଣ୍ଟା ନେବାକୁ ପଡ଼େ ଅକ୍ସିଜେନ୍