ଫିଲ୍ମ ‘ଅକିରା’ ସପ୍ତାହକ ମଧ୍ୟରେ ଆୟ କଲା ୧୬ କୋଟି

ମୁମ୍ବାଇ: ଦବଙ୍ଗ ଗାର୍ଲ ସୋନାକ୍ଷୀ ସିହ୍ନାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଅକିରା’ ସପ୍ତାହକ ମଧ୍ୟରେ ୧୬ କୋଟି ଟଙ୍କା ଆୟ କରିଛି। ବକ୍ସ ଅଫିସରେ ଫିଲ୍ମ ‘ଅକିରା’ ଭଲ ଆୟ କରିଛି।

ଫିଲ୍ମ ‘ଅକିରା’ ରବିବାର ଦିନ ୬.୨ କୋଟି ଟଙ୍କା ଆୟ କରିଥିଲା। ବର୍ତ୍ତମାନ ସୁଦ୍ଧା ୧୬.୬୫ କୋଟି ଟଙ୍କା ଆୟ କରିସାରିଲାଣି।

ଏ.ଆର୍‌ ମରୁଗଦୋସଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଅକିରା’ ଗତ ଶୁକ୍ରବାର ରିଲିଜ୍‌ ହୋଇଥିଲା।

ଏଥିରେ ସୋନାକ୍ଷୀଙ୍କ ବ୍ୟତୀତ କୋଙ୍କଣା ସେନ ଶର୍ମା ଓ ଅନୁରାମ ବସୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ସେହିପରି ଅକ୍ଷୟ କୁମାର ଏଥିରେ ସ୍ପେଶାଲ ଆପିଏରେନ୍ସରେ ନଜର ଆସିଛନ୍ତି।

ଆହୁରି ପଢ଼ନ୍ତୁ

ତିଆରି ହେବ ସୁଶାନ୍ତଙ୍କ ଫିଲ୍ମ ‘ପାଣି’, ନିର୍ଦ୍ଦେଶକ ଦେଲେ ଇସାରା

ଶୁଟିଂ ସେଟ୍‌କୁ ଯାଇପାରିବେ ବରିଷ୍ଠ କଳାକାର

ବର୍ଷାଙ୍କ ଜନ୍ମଦିନରେ ପ୍ରଶଂସକଙ୍କ ପ୍ରଶଂସନୀୟ କାମ

ମୃତ୍ୟୁ ପୂର୍ବରୁ ଫେସ୍‌ବୁକ୍ ଲାଇଭ୍‌ରେ ଏମିତି କଥା କହିଥିଲେ ଏହି ଅଭିନେତ୍ରୀ

କ୍ଷମା ମାଗିଲେ ବିଗ୍ ବି’

ସୁଶାନ୍ତଙ୍କ ଅପେକ୍ଷାରେ ଫଜ୍, ଆଜି ବି କବାଟ ଖୋଲିଲେ…

ଆତ୍ମହତ୍ୟା କଲେ ‘କ୍ୟୁଁ କିଁ ଶାଶ୍‌ ଭି କଭି ବହୁ ଥି’ର ଅଭିନେତା

ବିଗ୍‌ବସ୍‌ ଫେମ୍‌ ଅସିମ୍‌ ରିଆଜଙ୍କ ଉପରକୁ ଆକ୍ରମଣ

ରିଙ୍କିଙ୍କ ଭାଗ୍ୟ ବଦଳେଇ ଦେଲା ଗୋଟିଏ ଟ୍ୱିଟ୍‌, ଚାନ୍ସ ଦେଲା ତରଙ୍ଗ

ସୁଶାନ୍ତ ମୃତ୍ୟୁ ମାମଲା : ଆଦିତ୍ୟ ଠାକ୍‌ରେଙ୍କୁ ଟାର୍ଗେଟ୍‌ କରି କଙ୍ଗନା ପଚାରିଲେ ୭ଟି ପ୍ରଶ୍ନ

ସେଲେବ୍ରିଟିଙ୍କ ରାକ୍ଷୀ ସେଲେବ୍ରେଶନ୍

ଜାଳୁଥିଲି, ଜଳାଉଥିଲି ଏବେ ଜଳୁଛି….