ମୁମ୍ବାଇ: ଆଭିନେତା ଗୋବିନ୍ଦା ୯ ବର୍ଷ ପରେ ସେହି ଲୋକକୁ କ୍ଷମା ମାଗିବେ ଯାହାକୁ ସେ ୨୦୦୮ ଜାନୁଆରି ୧୬ ତାରିଖ ଦିନ ଚାପୁଡା ମାରିଥିଲେ। ଏଥିପାଇଁ ଗୋବିନ୍ଦା ସୁପ୍ରିମକୋର୍ଟରେ କ୍ଷମାପାଇଁ ଆବେଦନ କରିଥିଲେ। ଯାହାକୁ ସୁପ୍ରିମ କୋର୍ଟ ମଞ୍ଜୁରି କରିଛନ୍ତି। ସୂଚନା ଅନୁଯାୟୀ ଗୋବିନ୍ଦା ସନ୍ତୋଷ ରାୟ ନାମକ ଏକ ବ୍ୟକ୍ତିଙ୍କୁ କୌଣସି କାରଣରୁ ୨୦୦୮ରେ ଏକ ଚାପୁଡା ମାରିଥିଲେ। ଯାହାର ମାମଲା ସୁପ୍ରିକୋର୍ଟରେ ଚାଲିଥିଲା। ଏହାପରେ ସୁପ୍ରିମକୋର୍ଟ ବାଚାର କରି ରାୟ ଶୁଣାଇଛନ୍ତି। ସୁପ୍ରିମକୋର୍ଟ ରାୟରେ କହିଛନ୍ତି ଯେ ଗୋବିନ୍ଦା ଅଭିଯୋଗକାରୀଙ୍କୁ କ୍ଷମା ମାଗିବା ସହ ତାଙ୍କୁ ୫ଲକ୍ଷ ଟଙ୍କା ଜୋରିମନା ଦେବା ପାଇଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?