ମୁମ୍ୱାଇ: କମେଡିୟାନ୍ କପିଲ୍ ଶର୍ମାଙ୍କ ଆଜି ଜନ୍ମ ଦିନ। ଏଥିପାଇଁ ବି-ଟାଉନ୍ର ବହୁ କଳାକାର ତାଙ୍କୁ ଜନ୍ମ ଦିନର ଅଭିନନ୍ଦନ ଜଣାଇଛନ୍ତି। ୧୯୮୧ ଏପ୍ରିଲ ୨ ତାରିଖରେ ପଞ୍ଜାବର ଅମୃତସରରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ଏକାଧାରରେ ଜଣେ କମେଡିୟାନ୍, ଅଭିନେତା, କଣ୍ଠଶିଳ୍ପୀ,ପ୍ରଯୋଜକ ଓ ଉପସ୍ଥାପକ।
କପିଲ୍ ‘ଦ ଗ୍ରେଟ୍ ଇଣ୍ଡିଆନ୍ ଲାଫ୍ଟର ଚ୍ୟାଲେଞ୍ଜ-୩’ର ବିଜେତା ଥିଲେ। କପିଲ୍ଙ୍କ ‘ସମଶେର ସିଂ’ ଚରିତ୍ରକୁ ଦର୍ଶକ ବେଶ୍ ପସନ୍ଦ କରିଛନ୍ତି। ତାଙ୍କ ଅଭିନୀତ ରୋମାଣ୍ଟିକ୍-କମେଡି ଫିଲ୍ମ ‘କିସ୍ କିସ୍କୋ ପ୍ୟାର୍ କରୁ’ ୨୫ ସେପ୍ଟେମ୍ୱର ୨୦୧୫ରେ ରିଲିଜ୍ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।