ମୁମ୍ୱାଇ: ଅଭିନେତ୍ରୀ ସୁସ୍ମିତା ସେନଙ୍କ ଆଜି ଜନ୍ମ ଦିନ। ୧୯୭୫ ଆଜିର ଦିନରେ ହାଇଦ୍ରାବଦରେ ଜନ୍ମ ଗ୍ରହଣ କରିଥିଲେ ସୁସ୍ମିତା। ୧୯୯୪ରେ ସେ ବ୍ରହ୍ମାଣ୍ଡ ସୁନ୍ଦରୀ ତାଜ୍ ଜିତିଥିଲେ। ସୁସ୍ମିତା ଆଜି ଯାଏଁ ଅବିବାହିତ ଅଛନ୍ତି। ଅଭିନୟ ସହ ସମାଜସେବାରେ ସେ ନିଜକୁ ସାମିଲ କରିଛନ୍ତି। ବଲିଉଡର ବହୁ କଳାକାରଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
୧୯୯୬ରେ ରିଲିଜ ହୋଇଥିବା ଫିଲ୍ମ ‘ଦସ୍ତତକ’ରୁ ସେ ତାଙ୍କ ବଲିଉଡ୍ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ‘ଜୋର’ ହିନ୍ଦୁସାନ କି କସମ୍’ ‘ବିବି ନମ୍ୱର ୱାନ’ ଓ ‘ନାୟକ’ ପରି ଅନେକ ଫିଲ୍ମରେ ତାଙ୍କୁ ଦେଖିବାକୁ ମିଳିଛି। ଫିଲ୍ମ ‘ବିବି ନମ୍ୱର ୱାନ’ ପାଇଁ ଫିଲ୍ମ ଫେୟାର ସର୍ବଶ୍ରେଷ୍ଠ ସହାୟକ ଅଭିନେତ୍ରୀ ପୁରସ୍କାର ପାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।