ଓଡ଼ିଆ ସଂଗୀତ ଜଗତ ପାଇଁ ସେ ଖାଲି ଏକ ପରିଚୟ ନୁହେଁ ବରଂ ଲକ୍ଷ ଲକ୍ଷ ଓଡ଼ିଆଙ୍କ ପାଇଁ ତାଙ୍କ କଣ୍ଠ ହେଉଛି ଏକ ଭାବର ଆବେଗ। ଯେତେ ଦୁଃଖରେ ବା ଥାଆନ୍ତୁ ନା କାହିଁକି ଥରେ ତାଙ୍କ କଣ୍ଠରୁ ପଦୁଟିଏ ସୁମଧୁର ସଂଗୀତ ଶୁଣିଦେଲେ ସବୁ ଦୁଃଖ କୁଆଡେ ଉଭେଇଯାଏ। ଯେମିତି ପିଲାବେଳରୁ ଆଜିଯାଏଁ ସଂଗୀତକୁ ଛାଡିଦେଲେ ଜୀବବନରେ କାହାକୁ ଅତି ନିଜର ଭାବିପାରି ନାହାଁନ୍ତି ସେ । ସଂଗୀତକୁ ଜୀବନର ସାଥି କରି ଜୀବନର ଗୋଟିଏ ପରେ ଗୋଟିଏ ପାହାଚ ଚଢି ଚାଲିଛନ୍ତି । କିନ୍ତୁ ଜୀବନରେ ଅନେକ ଅକୁହା କଥାକୁ ନିଜ ଛାତି ଭିତରେ ଚାପିଧରି ବାଟ ଚାଲୁଛନ୍ତି। କଣ ସେ ଅକୁହା କଥା ଆଜି କହିବେ କି ଆପଣମାନଙ୍କ ସାମ୍ନାରେ ଓଡିଆ କଣ୍ଠଶୀଳ୍ପି ଶୈଳଭାମା ମହାପାତ୍ର ? ଆସନ୍ତୁ ଶୁଣିବା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଓସ୍କାର ରେସ୍ରୁ ଆଉଟ ହେଲା 'ଲାପତା ଲେଡିଜ୍'
କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା।
Entertainment
ଦଳାଚକଟାରେ ଗୁରୁତର ନାବାଳକଙ୍କୁ ଭେଟିବାକୁ ଚାହିଁଲେ ଅଲ୍ଲୁ ଅର୍ଜୁନ, କହିଲେ...
ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳଚକଟାରେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ।
Entertainment
ଶୀତୁଆ ରାତିରେ ତାତି ବଢ଼ାଇଲେ ନିଶା; ମଞ୍ଚରେ କଲେ ତତଲା ଡ୍ୟାନ୍ସ
ମହୁଲଟିକ୍ରା ପଡିଆରେ ଖେଳୁଥିଲା ଗୌରୀ ଗଣନାଟ୍ୟ। ପ୍ରଥମ ତିନି ରାତି ଜବରଦସ୍ତ ନାଟକ ପରିବେଷଣ କରାଯାଇଲା। ଯାତ୍ରା ପ୍ରେମୀଙ୍କର ଖଚାଖଚ୍ ଭିଡ ଜମିଥିଲା।
National
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ
ତଳ କୋର୍ଟ ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ ହାଇକୋର୍ଟ ଦେଇଛନ୍ତି ବଡ଼ ଆଶ୍ୱସ୍ତି।
National
ଅଲ୍ଲୁଙ୍କୁ ଗିରଫ କରିବା ପାଇଁ ବେଡ୍ ରୁମ୍ ପର୍ଯ୍ୟନ୍ତ ପଳାଇଥିଲା ପୁଲିସ, ପୋଷାକ ବଦଳାଇବାକୁ ଦେଇ ନଥିଲା ସମୟ
ନାମପଲ୍ଲୀ କୋର୍ଟ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି।