Advertisment

ସାହାଯ୍ୟ ମାଗୁଛନ୍ତି ପିଣ୍ଟୁ ନନ୍ଦ !

ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର। ସେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଯକୃତରେ ସମସ୍ୟା ଯୋଗୁଁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆସନ୍ତା ୬ ମାସ ମଧ୍ୟରେ ତାଙ୍କର ଯକୃତ ଟ୍ରାନ୍ସପ୍ଲାଣ୍ଟ କରେଇବାକୁ ଡାକ୍ତର ପରାମର୍ଶ ଦେଇଥିବା ସୂଚନା ମିଳିଛି।

Advertisment
Ollywood Actor
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe