ମୁମ୍ବାଇ: ଏପ୍ରିଲ ଆଠରେ ରିଲିଜ୍ ହୋଇଥିବା ଜନ୍ ଫେବରୋଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଜଙ୍ଗଲ ବୁକ୍’ କେବଳ ଭାରତରେ ଦଶ ଦିନରେ ୧୦୦ କୋଟି ଟଙ୍କା ଆୟ କରିଛି। ଫିଲ୍ମଟି ରିଲିଜ୍ ହେବାର ଗୋଟିଏ ସପ୍ତାହ ପରେ ଆମେରିକାରେ ରିଲିଜ୍ ହୋଇଥିଲା। ଫିଲ୍ମଟି ରିଲିଜର ଏକ ସପ୍ତାହ ପରେ ଶୁକ୍ରବାର ୮.୦୨ କୋଟି ଟଙ୍କା ଆୟ କରିଥିବା ବେଳେ ଶନିବାର ୮.୫୧ କୋଟି ଓ ରବିବାର ୧୦.୬୭ କୋଟି ଟଙ୍କା ଆୟ କରିଥିଲା। ଫିଲ୍ମ ସମୀକ୍ଷକ ତରଣ ଆଦର୍ଶ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।
ଜଷ୍ଟିନ୍ ମାର୍କଙ୍କ ଏହି ଫିଲ୍ମକୁ ଡିଜନୀ ଷ୍ଟୁଡିଓରେ ସୁଟିଂ କରାଯାଇଛି। ଇଂରାଜୀ ବ୍ୟତୀତ ହିନ୍ଦୀ ଓ ତେଲଗୁରେ ଏହା ଡବିଂ ହୋଇଛି। ଫିଲ୍ମରେ ନାନା ପାଟେକର, ଓମ୍ ପୁରୀ, ଇରଫାନ୍ ଖାନ୍ ଓ ବଲିଉଡ଼୍ ଅଭିନେତ୍ରୀ ପିୟଙ୍କା ଚ୍ରୋପାଙ୍କୁ ମଧ୍ୟ ଦେଖିବାକୁ ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।