ମୁମ୍ୱାଇ: ରିଲିଜ୍ ଅପେକ୍ଷାରେ ଥିବା ଫିଲ୍ମ ‘ଜୟ ଗଙ୍ଗାଜଲ’ ଦେଖିବେ ଉତ୍ତର ପ୍ରଦେଶ ପୋଲିସ୍ କର୍ମଚାରୀ। ଏହା କହିଛନ୍ତି ଫିଲ୍ମର ନିର୍ମାତା ତଥା ନିର୍ଦ୍ଦେଶକ ପ୍ରକାଶ ଝା। ପୋଲିସର କାର୍ଯ୍ୟଶୈଳୀ ଉପରେ ଫିଲ୍ମଟି ଗତିଶୀଳ ହୋଇଛି। ନିର୍ଦ୍ଦେଶକ ପ୍ରକାଶ ଝା ଏହି ଫିଲ୍ମ ନିର୍ମାଣ କରିବାର କାରଣ କହିବା ସହ ଏହି ଫିଲ୍ମ ଦେଖିବାକୁ ଥାନା ଅଧିକାରୀମାନଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏହାସହ ସେ ଫିଲ୍ମର ପ୍ରମୋ ସିଡି ମଧ୍ୟ ପଠାଇଛନ୍ତି। ସମାଜ ପାଇଁ କାମ କରିବା ସତ୍ତ୍ୱେ କିଛିଟା କାରଣ ଯୋଗୁଁ ସାଧାରଣ ଲୋକଙ୍କ ମଧ୍ୟରେ ପୋଲିସର ଛବି ଖରାପ ହେବାରେ ଲାଗିଛି। ପୋଲିସ୍ କର୍ମୀଚାରୀଙ୍କ ମଧ୍ୟରେ କିଛିଟା ଦୁର୍ବଳତା ରହିଛି ଯାହାଦ୍ୱାରା ସେମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଫିଲ୍ମରେ ଦେଖାଯାଇଛି।
ପ୍ରକାଶ ଝାଙ୍କ ଏପରି ଚିଠି ପାଇବା ପରେ ପୋଲିସ୍ କର୍ମୀମାନେ ଫିଲ୍ମ ଦେଖିବାକୁ ଉତ୍ସାହିତ ହୋଇପଡ଼ିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।