ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’

୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।

Odia PhotoOR

ଜୟୀରାମ ସାମଲ୍‌ ପୁରସ୍କାର ଗ୍ରହଣ କରୁଛନ୍ତି

Manoranjan Sial
  • Published: Sunday, 17 November 2024
  • Updated: 17 November 2024, 07:37 PM IST

Sports

Latest News

ଆଜି ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର । ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’। ଶ୍ରେଷ୍ଠ ଫିଲ୍ମ ଭାବେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍‌ଚିନି ଏବଂ ୨୦୨୨ ବର୍ଷ ପାଇଁ ଦମନ ପୁରସ୍କୃତ ହୋଇଛି।

ଆଜିର ପୁରସ୍କାର ବିତରଣ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ରାଜ୍ୟପାଳ ରଘୁବର ଦାସ। ଏଥିସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଏଥିରେ ଯୋଗଦେଇଥିଲେ। ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ଚଳଚ୍ଚିତ୍ର ‘ରଘୁ ସର୍ଦ୍ଦାର’ ପାଇଁ ଦେବାଶିଷ ପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ କାବ୍ୟା କିରଣ ଶୁକ୍ଳା ପୁରସ୍କୃତ ହୋଇଛନ୍ତି।

Also Read

ଠିକ୍‌ ସେହିପରି ୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି। ୨୦୨୨ ବର୍ଷ ପାଇଁ ଚଳଚ୍ଚିତ୍ର ‘ଦମନ’ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ବାବୁଶାନ୍ ମହାନ୍ତି ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ଲୋପାମୁଦ୍ରା ମିଶ୍ରଙ୍କୁ ‘ବୋଉର ହାତ ବାକ୍ସ’ ପାଇଁ ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ଗ୍ରହଣ ଅବସରରେ ଶୁଣିବାକୁ ମିଳିଥିଲା ହାସ୍ୟ ସମ୍ରାଟ୍‌ କୁହାଯାଉଥିବା ଜୟୀଙ୍କ ସିଗ୍ନେଚର ଡାଇଲଗ୍‌ ଓ ଚିରପରିଚିତ ହସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story