ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟିଟିଲାଗଡ଼ରେ ଜନ୍ମିତ ଓଡ଼ିଆ ପୁଅ ତଥା ଅନ୍ତର୍ଜାତୀୟ ସିନେ ପ୍ରଯୋଜକ ଜିତେନ୍ଦ୍ର ମିଶ୍ରଙ୍କ ଫିଚର ଫିଲ୍ମ ‘ଦ ଲାଷ୍ଟ କଲର’କୁ ଆମେରିକାରେ ଦୁଇଟି ଅନ୍ତର୍ଜାତୀୟ ପୁରସ୍କାର ମିଳିଛି ।
ଏହି ସିନେମାକୁ ଶ୍ରେଷ୍ଠ ଫିଚର ଫିଲ୍ମ ଏବଂ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ନୀନା ଗୁପ୍ତାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ସମ୍ମାନିତ କରାଯାଇଛି। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ସେଲିବ୍ରେଟି ସେଫ୍ ବିକାଶ ଖାନ୍ନା। ଏହି ଫିଲ୍ମର ପ୍ରଯୋଜକ ହେଉଛନ୍ତି ଓଡ଼ିଆ ପୁଅ ଜିତେନ୍ଦ୍ର ମିଶ୍ର।
ଏହି ଫିଲ୍ମଟି ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ବୋଷ୍ଟନର ଉଦଘାଟନୀ ସମାରୋହରେ ପ୍ରତିଷ୍ଠିତ ଜନ୍ ଏଫ୍ କେନେଡି ପ୍ରେସିଡେନ୍ସିଆଲ୍ ଲାଇବ୍ରେରୀ ଏବଂ ମ୍ୟୁଜିୟମରେ ପ୍ରଦର୍ଶନ ଲାଗି ମନୋନୀତ ହୋଇଛି।
ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଏହି ଫିଲ୍ମଟି ୩୦ରୁ ଅଧିକ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ପ୍ରଦର୍ଶିତ ହୋଇସାରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଓସ୍କାର ରେସ୍ରୁ ଆଉଟ ହେଲା 'ଲାପତା ଲେଡିଜ୍'
କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା।
Entertainment
ଦଳାଚକଟାରେ ଗୁରୁତର ନାବାଳକଙ୍କୁ ଭେଟିବାକୁ ଚାହିଁଲେ ଅଲ୍ଲୁ ଅର୍ଜୁନ, କହିଲେ...
ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳଚକଟାରେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ।
Entertainment
ଶୀତୁଆ ରାତିରେ ତାତି ବଢ଼ାଇଲେ ନିଶା; ମଞ୍ଚରେ କଲେ ତତଲା ଡ୍ୟାନ୍ସ
ମହୁଲଟିକ୍ରା ପଡିଆରେ ଖେଳୁଥିଲା ଗୌରୀ ଗଣନାଟ୍ୟ। ପ୍ରଥମ ତିନି ରାତି ଜବରଦସ୍ତ ନାଟକ ପରିବେଷଣ କରାଯାଇଲା। ଯାତ୍ରା ପ୍ରେମୀଙ୍କର ଖଚାଖଚ୍ ଭିଡ ଜମିଥିଲା।
National
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ
ତଳ କୋର୍ଟ ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ ହାଇକୋର୍ଟ ଦେଇଛନ୍ତି ବଡ଼ ଆଶ୍ୱସ୍ତି।
National
ଅଲ୍ଲୁଙ୍କୁ ଗିରଫ କରିବା ପାଇଁ ବେଡ୍ ରୁମ୍ ପର୍ଯ୍ୟନ୍ତ ପଳାଇଥିଲା ପୁଲିସ, ପୋଷାକ ବଦଳାଇବାକୁ ଦେଇ ନଥିଲା ସମୟ
ନାମପଲ୍ଲୀ କୋର୍ଟ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି।