Advertisment

ଜିତେନ୍ଦ୍ର ମିଶ୍ରଙ୍କ ‘ଦ ଲାଷ୍ଟ୍ କଲର’ ଫିଲ୍ମକୁ ଦୁଇଟି ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟିଟିଲାଗଡ଼ରେ ଜନ୍ମିତ ଓଡ଼ିଆ ପୁଅ ତଥା ଅନ୍ତର୍ଜାତୀୟ ସିନେ ପ୍ରଯୋଜକ ଜିତେନ୍ଦ୍ର ମିଶ୍ରଙ୍କ ଫିଚର ଫିଲ୍ମ ‘ଦ ଲାଷ୍ଟ କଲର’କୁ ଆମେରିକାରେ ଦୁଇଟି ଅନ୍ତର୍ଜାତୀୟ ପୁରସ୍କାର ମିଳିଛି । ଏହି ସିନେମାକୁ ଶ୍ରେଷ୍ଠ ଫିଚର ଫିଲ୍ମ ଏବଂ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ନୀନା ଗୁପ୍ତାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ସମ୍ମାନିତ କରାଯାଇଛି। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ସେଲିବ୍ରେଟି ସେଫ୍ ବିକାଶ ଖାନ୍ନା। ଏହି ଫିଲ୍ମର ପ୍ରଯୋଜକ ହେଉଛନ୍ତି […]

ଅଦ୍ୟତନ ହୋଇଛି
ଜିତେନ୍ଦ୍ର ମିଶ୍ରଙ୍କ ‘ଦ ଲାଷ୍ଟ୍ କଲର’ ଫିଲ୍ମକୁ ଦୁଇଟି ଅନ୍ତର୍ଜାତୀୟ ପୁରସ୍କାର

jitendra

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟିଟିଲାଗଡ଼ରେ ଜନ୍ମିତ ଓଡ଼ିଆ ପୁଅ ତଥା ଅନ୍ତର୍ଜାତୀୟ ସିନେ ପ୍ରଯୋଜକ ଜିତେନ୍ଦ୍ର ମିଶ୍ରଙ୍କ ଫିଚର ଫିଲ୍ମ ‘ଦ ଲାଷ୍ଟ କଲର’କୁ ଆମେରିକାରେ ଦୁଇଟି ଅନ୍ତର୍ଜାତୀୟ ପୁରସ୍କାର ମିଳିଛି ।

Advertisment

publive-imageଏହି ସିନେମାକୁ ଶ୍ରେଷ୍ଠ ଫିଚର ଫିଲ୍ମ ଏବଂ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ନୀନା ଗୁପ୍ତାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ସମ୍ମାନିତ କରାଯାଇଛି। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ସେଲିବ୍ରେଟି ସେଫ୍ ବିକାଶ ଖାନ୍ନା। ଏହି ଫିଲ୍ମର ପ୍ରଯୋଜକ ହେଉଛନ୍ତି ଓଡ଼ିଆ ପୁଅ ଜିତେନ୍ଦ୍ର ମିଶ୍ର।

ଏହି ଫିଲ୍ମଟି ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ବୋଷ୍ଟନର ଉଦଘାଟନୀ ସମାରୋହରେ ପ୍ରତିଷ୍ଠିତ ଜନ୍ ଏଫ୍ କେନେଡି ପ୍ରେସିଡେନ୍ସିଆଲ୍ ଲାଇବ୍ରେରୀ ଏବଂ ମ୍ୟୁଜିୟମରେ ପ୍ରଦର୍ଶନ ଲାଗି ମନୋନୀତ ହୋଇଛି।

Advertisment

ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଏହି ଫିଲ୍ମଟି ୩୦ରୁ ଅଧିକ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ପ୍ରଦର୍ଶିତ ହୋଇସାରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe