Advertisment

ଆଉ ଯାତ୍ରାରେ ହେବନି ଅଶ୍ଳୀଳ ନୃତ୍ୟ

ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢ଼ୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି।

Advertisment

ଯାତ୍ରାରେ ଆଉ ହେଇପାରିବନି ଅଶ୍ଲୀଳ ନୃତ୍ୟ। ଆଉ ଦର୍ଶକ ଦେଖିପାରିବେନି ଝାଇଁମରା ନାଚ। ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢ଼ୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି। ଯାହାକୁ ନେଇ ନାନା ବିଶୃଙ୍ଖଳା ସୃଷ୍ଟି ହେଉଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର କଠୋର ହେଉଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe