ମୁମ୍ବାଇ: ମୁମ୍ବାଇରେ ଅନ୍ତର୍ଜାତୀୟ ପପ୍ ସିଙ୍ଗର ଜଷ୍ଟିନ୍ ବିବର। ସଙ୍ଗୀତର ଯାଦୁ ଦେଖାଇବା ପାଇଁ ସେ ଏଠି ପହଞ୍ଚିଛନ୍ତି। କାନାଡ଼ିଆନ୍ ସିଙ୍ଗର ବିବର ଗତକାଲି ରାତି ୧ଟା୩୦ରେ କାଲିନା ବିମାନବନ୍ଦରେ ପହଞ୍ଚିଥିଲେ। ତାଙ୍କୁ ସ୍ୱାଗତ କରିବା କରିବା ପାଇଁ ତାଙ୍କ ଫ୍ୟାନ୍ଙ୍କ ଭିଡ଼ ହୋଇଥିଲା।
ବିବରଙ୍କ ଲାଇଭ୍ ଶୋ’ ଦେଖିବା ପାଇଁ ଷ୍ଟାଡିୟମରେ ୪୫ ହଜାରୁ ଅଧିକ ଦର୍ଶକଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ମୁମ୍ବାଇ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ୨୫ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ୫୦୦ ସୁରକ୍ଷାକର୍ମୀ ମୁତୟନ କରାଯାଇଛି।
ଜିଷ୍ଟନ୍ ବିବରଙ୍କ କାର୍ଯ୍ୟକ୍ରମ ପୂବାହ୍ନ ୧୧ଟାରୁ ଆରମ୍ଭ ହୋଇ ରାତିଟା ୧୦ଟା ପର୍ଯ୍ୟନ୍ତ ଚାଲିବ । କିନ୍ତୁ ରାତି ୮ଟାରେ ବିବର ଷ୍ଟେଜ୍କୁ ଆସିବେ।
ସୌଜନ୍ୟ –ଟାଇମ୍ସ ଅଫ୍ ଇଣ୍ଡିଆ
ଫଟୋ- ଟାଇମ୍ସ ଅଫ୍ ଇଣ୍ଡିଆ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?