ବେଙ୍ଗାଲୁରୁ: କର୍ଣ୍ଣାଟକାର ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଶୋଭାଙ୍କର ଏକ ସଡ଼କ ଦୁର୍ଘଟଣାରେ ପରଲୋକ ହୋଇଯାଇଛି। ଏହି ଦୁର୍ଘଟଣାରେ ତାଙ୍କ ସହିତ ଯାଉଥିବା ଆଉ ଚାରି ଜଣ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଆଉ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।
ଶୋଭା ଓ ଅନ୍ୟ ସାତ ଜଣ କାର୍ ଯୋଗେ ବାଗଲକୋଟ ଜିଲ୍ଲାର ବଦାମୀ ସ୍ଥିତ ବନାଶଙ୍କରୀ ମନ୍ଦିରକୁ ଦର୍ଶନ ପାଇଁ ଯାଉଥିବା ବେଳେ ବାଟରେ ଦୁର୍ଘଟଣାର ଶିକାର ହୋଇଥିଲେ। ସେମାନଙ୍କ କାର୍ ଓ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଶୋଭା ନିଜ ଶୋ’ ‘ମଗାଲୁ ଜାନାକୀ’ ପାଇଁ ଖୁବ୍ ଲୋକପ୍ରିୟତା ଅର୍ଜନ କରିଥିଲେ। ଏହି ଶୋ’ର ଟିଆରପି ବି ଖୁବ୍ ଭଲ ଥିଲା। ଏହି ଶୋ’ର ନିର୍ଦ୍ଦେଶକ ତଥା ଚଳଚ୍ଚିତ୍ର ପ୍ରଯୋଜକ ଟିଏନ୍ ସୀତାରାମ ଫେସବୁକ୍ରେ ଶୋଭାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଥିଲେ। ସେ କହିଛନ୍ତି, ଶୋଭା ଜଣେ ଭଲ ମଣିଷ ଓ କଳାକାର ଥିଲେ। ସଦାବେଳେ ତାଙ୍କ ମୁହଁରେ ହସ ଲାଖି ରହୁଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।