Advertisment

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କପୁର ପରିବାର, ଆରକେ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବାକୁ କଲେ ନିମନ୍ତ୍ରଣ

କପୁର ପରିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଡିସେମ୍ବର ୧୪ ତାରିଖରେ ଆରକେ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବାକୁ ନିମନ୍ତ୍ରଣ କରିଛନ୍ତି। ସ୍ୱର୍ଗତ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ରାଜ କପୁରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିଛି କପୁର ପରିବାର।

PM With Kapoor Family

PM With Kapoor Family

Advertisment
Ranbir Kapoor PM Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe